Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଣିପୁର ଇମ୍ଫାଲରେ ବସ୍‌ ଦୁର୍ଘଟଣା, ୨୦ ଜୁଡୋ ଖେଳାଳି ଆହତ
ଆଜିର ଖବର

ମଣିପୁର ଇମ୍ଫାଲରେ ବସ୍‌ ଦୁର୍ଘଟଣା, ୨୦ ଜୁଡୋ ଖେଳାଳି ଆହତ

October 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଣିପୁର ଇମ୍ଫାଲରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବସ ଓଲଟିବା ଫଳରେ ୨୦ ଜୁଡ଼ୋ ଖେଳାଳି ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ  କିଛି ଜୁଡ଼ୋ ଖେଳାଳିଙ୍କୁ ନେଇ ଏକ ବସଟି ଇମ୍ଫାଲରୁ ଯାଉଥିଲା। ଆଜି ଭୋରୁ ଇମ୍ଫାଲରୁ ଦୀମାପୁର ଆସିବା ବାଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ବସଟି ଓଲଟି ପଡ଼ିବାରୁ ୨୦ଜଣ ଯାତ୍ରୀ ବା ଜୁଡ଼ୋ ଖେଳାଳି ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କାର୍ଯ୍ୟ ଜାରି କରାଯାଇଛି। ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲକୁ ପଠାଇବାକୁ ବ୍ୟବସ୍ଥା କରାଯାଉଛି। ଦୁର୍ଘଟଣାଗ୍ରସ୍ତ ବସଟିରେ କୋଚଙ୍କ ସମେତ ୩୦ଜଣ ଜୁଡ଼ୋ ଖେଳାଳି ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.