Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବାଣପୁରଠାରେ ପ୍ରସ୍ତୁତି ବୈଠକ
ଆଜିର ଖବର

ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବାଣପୁରଠାରେ ପ୍ରସ୍ତୁତି ବୈଠକ

October 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର ସ୍ଥିତ ଶ୍ରୀଶ୍ରୀ ରଙ୍କନାଥ ଦେବ ମନ୍ଦିର ପ୍ରାଙ୍ଗଣରେ ନିଖିଳ ଓଡ଼ିଶା ପାଇକ ମହାସଂଘ ଦ୍ବାରା ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂହ, ଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ପାଟ୍ଟଶାଣୀ, ରାଜ୍ୟ କୋଷାଧ୍ୟକ୍ଷ ରଞ୍ଜନ କୁମାର ବଳିୟାରସିଂହ, ରାଜ୍ୟ ସଂଯୋଜକ କେଦାର ଦାଶ, ସମ୍ପାଦକ ପ୍ରଫେସର ଜ୍ଞାନ ସାମଲ ପ୍ରମୁଖ ଯୋଗ ଦେଇଥିଲେ। ଏତଦ୍‌ବ୍ୟତୀତ ଏହି ବୈଠକରେ ବାଣପୁର ଓ ବାଲୁଗାଁ ଅଞ୍ଚଳର ୩୦ଟି ଦଳର ଦଳବେହେରା, ଦଳପତି, ପାଇକ ସର୍ଦ୍ଦାର, ପାଇକ ଗୁରୁ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।

ଏହି ବୈଠକରେ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି  ଉପଲକ୍ଷେ ବାଣପୁର ପଲଟଣ ପଡ଼ିଆରେ ଏକ ବିରାଟ ସମାବେଶର ଆୟୋଜନ ସମ୍ପର୍କରେ ଆଲୋଚନା କରାଯାଇଛି। ଏହା ସହିତ ପାଇକମାନଙ୍କୁ ରାଜ୍ୟ କ୍ରୀଡ଼ା ବିଭାଗ ତରଫରୁ ସ୍ବତନ୍ତ୍ର ଭତ୍ତା ମିଳିବା ନେଇ ରାଜ୍ୟସରକାରଙ୍କୁ ଦାବି କରାଯିବା ନେଇ ମଧ୍ୟ ଆଲୋଚନା କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025

ନବରାତ୍ରିରେ ଗୃହ ପ୍ରବେଶ କରିପାରିବା କି, କେଉଁ ତାରିଖ ଅଧିକ ଶୁଭ?

September 24, 2025
Latest News

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

‘କାଶ୍ମୀରକୁ ଭୁଲିଯାଅ, ଖାଲି କର ପିଓକେ’: ପାକିସ୍ତାନକୁ UNHRCରେ ଭାରତର କଡା ଜବାବ

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.