Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର – ହରିୟାଣା ବିଧାନସଭା ନିର୍ବାଚନ : ବିଶିଷ୍ଟ ରାଜନୈତିକ ବ୍ୟକ୍ତିଙ୍କ ମତଦାନ
ଆଜିର ଖବର

ମହାରାଷ୍ଟ୍ର – ହରିୟାଣା ବିଧାନସଭା ନିର୍ବାଚନ : ବିଶିଷ୍ଟ ରାଜନୈତିକ ବ୍ୟକ୍ତିଙ୍କ ମତଦାନ

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରର ୨୮୮ ଓ ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଆଜି ଭୋଟଗ୍ରହଣ ଅନୁଷ୍ଠିତ ହେଉଛି । ସକାଳୁ ସକାଳୁ ପୋଲିଂ ବୁଥ୍‌ ଆଗରେ ଲମ୍ବା ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି । ରାଜନୀତି, ମନୋରଞ୍ଜନ, ଓ ଖେଳର କିଛି ଲୋକପ୍ରିୟ ତଥା ବରିଷ୍ଠ ଆଜି ସକାଳୁ ନିଜ ନିଜ ବୁଥ୍‌ରେ ପହଞ୍ଚି ମତଦାନ କରିଛନ୍ତି । ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ ନାଗପୁରଠାରେ ଭୋଟ ଦେଇଛନ୍ତି । ସେହିପରି କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନିଜ ପତ୍ନଙ୍କ ସହିତ ଭୋଟ ଦେଇଛନ୍ତି । କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋଏଲ୍‌ ମହାରାଷ୍ଟ୍ରରେ ଭୋଟ ଦେଇଛନ୍ତି । ହରିୟାଣାର ଆଦାମପୁରରେ ବିଜେପିର ପ୍ରାର୍ଥୀ ତଥା ଟିକ୍‌ଟକ ଷ୍ଟାର ସୋନାଲି ଫାଗୋଟ ନିଜ ଭୋଟ ଦେଇଛନ୍ତି । ହରିୟାଣା କଂଗ୍ରେସର ଅଧ୍ୟକ୍ଷ କୁମାରୀ ଶୈଲଜା ଭୋଟ ଦେଇଛନ୍ତ । ସେହିପରି ମହାରାଷ୍ଟ୍ରରେ ଏନସିପି ନେତା ସୁପ୍ରିୟା ସୁଲେ, ହରିୟାଣାର ବରୋଦାରେ ବିଜେପି ପ୍ରାର୍ଥୀ ତଥା କୁସ୍ତି ଯୋଦ୍ଧଶ ଯୋଗେଶ୍ବର ଦତ୍ତ ଭୋଟ ଦେଇଛନ୍ତି । ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଶୋଭା ଖୋଟେ ମୁମ୍ବାର ଅନ୍ଧେରୀ ଓ୍ବେଷ୍ଟରେ ଭୋଟ ଦେଇଛନ୍ତି । ସେହିପରି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ଜୁଲିୟୋ ରେବରିୟୋ ବର୍ଲି ବିଧାନସଭାରେ ମତଦାନ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.