Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାକ୍ତରଖାନାରେ ନିଆଁ : ଜଣେ ଶିଶୁ ମୃତ
ଆଜିର ଖବର

ଡାକ୍ତରଖାନାରେ ନିଆଁ : ଜଣେ ଶିଶୁ ମୃତ

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦର ଏଲବି ନଗରର ଏକ ଡାକ୍ତରଖାନାରେ ନିଆଁ ଲାଗିଛି । ସଟ୍‌ଶର୍କିଟ୍‌ କାରଣରୁ ଏହି ନିଆଁ ଲାଗିଥିବାବେଳେ  ଏହି ନିଆଁ ଘେରରେ ଆସିଛନ୍ତି ଡର୍ଜନରୁ ଅଧିକ ଶିଶୁ । ଏହି ଦୁର୍ଘଟଣାରେ ଜଣେ ଶିଶୁର ମୃତ୍ୟୁ ହୋଇଥିବାବେଳେ ୪ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଦମକଳ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିନେଇଛନ୍ତି । ମିଳିଥିବା ସୂଚନା ଅନୁସାରେ- ଡାକ୍ତରଖାନାର ଆଇସିୟୁ ୟୁନିଟରେ ପ୍ରଥମେ ଶର୍ଟସର୍କିଟ୍‌ କାରଣରୁ ନିଆଁ ଲାଗିଯାଇଥିଲା । ଏଥିରେ ୯ମାସର ଏକ ଶିଶୁର ମୃତ୍ୟୁ ହୋଇଛି । ଅନ୍ୟ ୪ ଆହତଙ୍କ ମଧ୍ୟରୁ ଦୁଇଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଛି ।  ଏହି ଦୁର୍ଘଟଣାରେ ସମୟରେ  ଏହି ଡାକ୍ତରଖାନାରେ ମୋଟ ୪୨ ଜଣ ଶିଶୁ ରହିଥିଲେ । ଆହତଙ୍କୁ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି । ନିଆଁ ଲାଗିବା ପରେ ସ୍ଥାନୀୟ ଲୋକଙ୍କ ସହ ଶିଶୁଙ୍କ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ଡାକ୍ତରଖାନାରେ ବାହାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଘଟଣାସ୍ଥଳରେ ପୋଲିସ୍‌ ଟିମ୍‌ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.