Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଦକ୍ଷିଣ ଆଫ୍ରିକା ତୃତୀୟ ଟେଷ୍ଟ : ଦ. ଆଫ୍ରିକା 129/6
ଆଜିର ଖବର

ଭାରତ ଦକ୍ଷିଣ ଆଫ୍ରିକା ତୃତୀୟ ଟେଷ୍ଟ : ଦ. ଆଫ୍ରିକା 129/6

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଏବଂ ଦ. ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ସିରିଜ୍‌ର ତୃତୀୟ ମ୍ୟାଚ୍‌ର ତୃତୀୟ ଦିବସର ପ୍ରଥମ ସେସନ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା 6 ଓ୍ବିକେଟ୍‌ ହରାଇ 129 ରନ୍‌ ସଂଗ୍ରହ କରିଛି । ଲଞ୍ଚ ସୁଦ୍ଧା ଆଫ୍ରିକା 129 ରନ୍‌ରେ ଅଧା ବ୍ୟାଟ୍ସମ୍ୟାନ୍‌ଙ୍କୁ ହରାଇ ସାରିଥିବା ବେଳେ 368 ରନ୍‌ ପଛରେ ରହିଛି । ଦ ଆଫ୍ରିକା ପକ୍ଷରୁ ଜୁବେର୍‌ ହାମ୍‌ଜା ସର୍ବାଧିକ 62 ରନ୍‌ ସଂଗ୍ରହ କରିଥିବା ବେଳେ ତେମ୍ବା ବାଭୁମା 32 ରନ୍‌ ସଂଗ୍ରହ କରିଛନ୍ତି । ଉଭୟ ଲଗାତାର ଓଭରରେ ଜାଡେଜା ଏବଂ ନଦୀମ୍‌ଙ୍କ ଦ୍ବାରା ଆଉଟ୍‌ ହେବା ପରେ ଦଳ ବ୍ୟାକ୍‌ଫୁଟ୍‌କୁ ଯାଇଥିଲା । ଭାରତ ପକ୍ଷରୁ ଉମେଶ ଯାଦବ ଏବଂ ଜାଡେଜା 2ଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ସାମି ଏବଂ ନଦୀମ୍‌ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.