Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରାୟତ ବ୍ୟାଙ୍କର ସମ୍ମିଶ୍ରଣକୁ ବିରୋଧ : କର୍ମଚାରୀଙ୍କ ଦିନିକିଆ ବନ୍ଦ
ଆଜିର ଖବର

ରାଷ୍ଟ୍ରାୟତ ବ୍ୟାଙ୍କର ସମ୍ମିଶ୍ରଣକୁ ବିରୋଧ : କର୍ମଚାରୀଙ୍କ ଦିନିକିଆ ବନ୍ଦ

October 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମିଶ୍ରଣ ପ୍ରତିବାଦରେ ବ୍ୟାଙ୍କ କର୍ମଚାରୀ ସଂଘ ଆଜି ଦିନିକିଆ ଧର୍ମଘଟ ଡାକରା ଦେଇଛନ୍ତି । ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ଏବଂ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ 10 ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣକୁ ବ୍ୟାଙ୍କ କର୍ମଚାରୀ ସଂଘ ବିରୋଧ କରିଛନ୍ତି । ଏହି ପ୍ରସଙ୍ଗକୁ ନେଇ ଶ୍ରମ ମନ୍ତ୍ରାଳୟ ସହ ବ୍ୟାଙ୍କ କର୍ମଚାରୀ ସଂଘର ଆଲୋଚନା ବିଫଳ ହେବାପରେ ବ୍ୟାଙ୍କ କର୍ମଚାରୀ ସଂଘ ଧର୍ମଘଟ ଡାକରା ଦେଇଛନ୍ତି । ଏହି 10ଟି ବ୍ୟାଙ୍କକୁ ମିଶାଇ 4ଟି ବୃହତ ବ୍ୟାଙ୍କ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି । ଏହି ବ୍ୟାଙ୍କ ଧର୍ମଘଟରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କର୍ମଚାରୀ ସାମିଲ ହେବେ ନାହିଁ ବୋଲି ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.