Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୀତା ସାହୁଙ୍କୁ ନବୀନଙ୍କ ଠାରୁ ଅଧିକ ଭୋଟ ମିଳିବ : ସୁଶାନ୍ତ
ଆଜିର ଖବର

ରୀତା ସାହୁଙ୍କୁ ନବୀନଙ୍କ ଠାରୁ ଅଧିକ ଭୋଟ ମିଳିବ : ସୁଶାନ୍ତ

October 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପୁର ଉପ ନିର୍ବାଚନ ସମାପ୍ତ ହୋଇଥିବା ବେଳେ ଆସନ୍ତା 24 ତାରିଖରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନୀ ଫଳାଫଳ ପୂର୍ବରୁ ବିଜେଡି ପ୍ରାର୍ଥୀ ରୀତା ସାହୁ ବିପୁଳ ବିଜୟ ହାସଲ କରିବେ ବୋଲି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ପୂର୍ବାନୂମାନ କରିଛନ୍ତି । ରୀତା ସାହୁଙ୍କୁ ଚଳିତ ନିର୍ବାଚନରେ 1.25 ଲକ୍ଷରୁ 1.40 ଲକ୍ଷ ଭୋଟ ମିଳିବ ଏବଂ ସେ ନବୀନଙ୍କ ଠାରୁ ଅଧିକ ବ୍ୟବଧାନରେ ବିଜୟୀ ହେବେ ବୋଲି ସୁଶାନ୍ତ ସିଂ କହିଛନ୍ତି । ଏପ୍ରିଲ୍‌ ମାସରେ ଅନୁଷ୍ଠିତ ନିର୍ବାଚନରେ ନବୀନ 1.10 ଲକ୍ଷ ଭୋଟ ପାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025
Latest News

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

‘କାଶ୍ମୀରକୁ ଭୁଲିଯାଅ, ଖାଲି କର ପିଓକେ’: ପାକିସ୍ତାନକୁ UNHRCରେ ଭାରତର କଡା ଜବାବ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.