Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୀତା ସାହୁଙ୍କୁ ନବୀନଙ୍କ ଠାରୁ ଅଧିକ ଭୋଟ ମିଳିବ : ସୁଶାନ୍ତ
ଆଜିର ଖବର

ରୀତା ସାହୁଙ୍କୁ ନବୀନଙ୍କ ଠାରୁ ଅଧିକ ଭୋଟ ମିଳିବ : ସୁଶାନ୍ତ

October 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପୁର ଉପ ନିର୍ବାଚନ ସମାପ୍ତ ହୋଇଥିବା ବେଳେ ଆସନ୍ତା 24 ତାରିଖରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନୀ ଫଳାଫଳ ପୂର୍ବରୁ ବିଜେଡି ପ୍ରାର୍ଥୀ ରୀତା ସାହୁ ବିପୁଳ ବିଜୟ ହାସଲ କରିବେ ବୋଲି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ପୂର୍ବାନୂମାନ କରିଛନ୍ତି । ରୀତା ସାହୁଙ୍କୁ ଚଳିତ ନିର୍ବାଚନରେ 1.25 ଲକ୍ଷରୁ 1.40 ଲକ୍ଷ ଭୋଟ ମିଳିବ ଏବଂ ସେ ନବୀନଙ୍କ ଠାରୁ ଅଧିକ ବ୍ୟବଧାନରେ ବିଜୟୀ ହେବେ ବୋଲି ସୁଶାନ୍ତ ସିଂ କହିଛନ୍ତି । ଏପ୍ରିଲ୍‌ ମାସରେ ଅନୁଷ୍ଠିତ ନିର୍ବାଚନରେ ନବୀନ 1.10 ଲକ୍ଷ ଭୋଟ ପାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.