Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ଟି ଜିଲ୍ଲା ପରିଷଦ ସହ ପଞ୍ଚାୟତ ଉପ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି
ଆଜିର ଖବର

୪ଟି ଜିଲ୍ଲା ପରିଷଦ ସହ ପଞ୍ଚାୟତ ଉପ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି

October 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
few Panchayat Election declared

ସମୀକ୍ଷା ବ୍ୟୁରୋ

ରାଜ୍ୟରେ ଖାଲି ପଡିଥିବା ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତିସଭ୍ୟ ଏବଂ ଓ୍ବାର୍ଡମେମ୍ବର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ମଙ୍ଗଳବାର ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ ୪ ଜିଲ୍ଲା ପରିଷଦ ସଭ୍ୟ, ୧୭ଟି ସରପଞ୍ଚ, ୨୧ଟି ସମିତି ସଭ୍ୟ ଏବଂ ୩୦୩ଟି ଓ୍ବାର୍ଡ ମେମ୍ବରଙ୍କ ସ୍ଥାନ ପୂରଣ କରିବା ପାଇଁ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଗଞ୍ଜାମ ଜିଲ୍ଲାର ଛତ୍ରପୁର, ଯାଜପୁର ଜିଲ୍ଲାର ଦାନଗଦି, କୋରାପୁଟର ପଟ୍ଟାଙ୍ଗୀ ଏବଂ ଦଶମନ୍ତପୁରରେ ଜିଲ୍ଲା ପରିଷଦ ନିର୍ବାଚନ ଅନୁଷ୍ଠିତ ହେବ। ଚଳିତ ମାସ ୨୯ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଲଗାଯିବ। ୪ ତାରିଖରେ ପ୍ରାର୍ଥୀପତ୍ରର ବିଧିବଦ୍ଧ ଯାଞ୍ଚ କରାଯିବା ସହିତ ୫ ତାରିଖରେ ଏହାର ବୈଧତା ପ୍ରକାଶିତ ହେବ। ୫ ତାରିଖରୁ ୭ ତାରିଖ ମଧ୍ୟରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଆବେଦନ କରିପାରିବେ। ୭ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ସହିତ ୨୭ ତାରିଖ ଦିନ ଅପରାହ୍ନରେ ଭୋଟ ଗ୍ରହଣ ହେବ। ଏହା ସହିତ ୨୮ ତାରିଖ ଦିନ ନିର୍ବାଚନ ଫଳାଫଳ ଘୋଷଣା ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.