Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ
ଆଜିର ଖବର

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରସ୍ଥିତ ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି।ସର୍ବେଶ୍ୱରଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ, ବାଲେଶ୍ୱର ସହରର ଭାସ୍କରଗଞ୍ଜ ଘର ସମେତ ସମୁଦାୟ ୫ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏହାସହ ବାଲେଶ୍ୱର ଟାଉନଥାନା ଅନ୍ତର୍ଗତ ରାଣୀପାଟଣାସ୍ଥିତ  ଶ୍ୱଶୁର ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଚଢଉ ବେଳେ ଭୁବନେଶ୍ୱରେ ସର୍ବେଶ୍ୱରଙ୍କ ୨ଟି ଫ୍ଲାଟ ଥିବା ଜଣାପଡ଼ିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.