Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ, ୨୫ ଯାଏଁ ପ୍ରବଳ ବର୍ଷା
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ, ୨୫ ଯାଏଁ ପ୍ରବଳ ବର୍ଷା

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather forcast

ଓଡ଼ିଶାରୁ ମୌସୁମୀ ଫେରିଯାଇଥିବା ବେଳେ  ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ବର୍ଷା ଆରମ୍ଭ ହୋଇଯାଇଛି . ଆସନ୍ତା ଦୁଇ ଦିନ ଯାଏଁ ସାରା ରାଜ୍ୟ ପୁଣି ବର୍ଷାରେ ଭିଜିବ । ଏହି ଲଘୁଚାପ ଫଳରେ  ଅକ୍ଟୋବର ୨୩ରୁ ୨୫ ଯାଏଁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଆଗୁଆ ପଦକ୍ଷେପ ନେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।  ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ଆଜି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ତାରିଖ ଅର୍ଥାତ ଆସନ୍ତାକାଲି (ଗୁରୁବାର)ରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୫ ତାରିଖ (ଶୁକ୍ରବାର)ରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓାପ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.