Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ମିଠେଇକୁ ଗ୍ରହଣ କଲା ନାହିଁ ପାକିସ୍ତାନ
ଆଜିର ଖବର

ଭାରତର ମିଠେଇକୁ ଗ୍ରହଣ କଲା ନାହିଁ ପାକିସ୍ତାନ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଓ ପାକିସ୍ତାନ ସୀମାରେ ଉତ୍ତେଜନା ଦେଖାଯାଇଛି । ପାକିସ୍ତାନ ତରଫରୁ ଅସ୍ତ୍ରବିରତି ଉଲଂଘନ କରାଯାଇଛି । ଜବାବରେ ଭାରତୀୟ ସେନା ମଧ୍ୟ କାର୍ଯ୍ୟାନୁଷ୍ଠାନ ନେଇଛି । ପ୍ରତି ବର୍ଷ ଭଳି ସୀମାରେ ଉଭୟ ଭାରତ ଓ ପାକିସ୍ତାନ ମଧ୍ୟରେ ମିଠେଇ ଅଦଳ ବଦଳ ହୋଇଥାଏ କିନ୍ତୁ ଏଥର ହୋଇପାରିନାହିଁ ।  ପ୍ରୋଟୋକଲ ହିସାବରେ ପ୍ରତି ବର୍ଷ ଅହମଦାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ଦୀପାବଳିରେ ସମସ୍ତ ମୁଖ୍ୟ କାର୍ଯ୍ୟାଳୟକୁ ମିଠେଇ ପଠାଇଥାଏ । ପାକିସ୍ତାନର ଆଇଏସଆଇ ପ୍ରଥମେ ପ୍ରୋଟୋକଲକୁ ସ୍ୱାଗତ କରିବାକୁ ଯାଇ ମିଠେଇ ଗ୍ରହଣ କରିଥିଲେ କିନ୍ତୁ ପରେ ଫେରାଇ ଦେଇଛି । ସୂଚନାଯୋଗ୍ୟ ଆଇଏସଆଇ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଅଟେ ଏବଂ ପାକିସ୍ତାନର କ୍ଷମତା-ରଣନୀତିରେ ଏହାର ପ୍ରଭାବ ରହିଛି ।  କେବଳ ଇସଲାମାବାଦରେ ଆଇଏସ୍‌ଆଇ ବା ଅନ୍ୟ ଅଧିକାରୀ ନୁହଁନ୍ତି ବରଂ ପାକିସ୍ତାନୀ ରେଞ୍ଜର୍ସ ମଧ୍ୟ ଏଥର ଭାରତର ମିଠେଇକୁ ସ୍ୱୀକାର କରି ନାହାନ୍ତି । ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରାଯିବା ପରେ ପାକିସ୍ତାନ ଭାରତ ବିରୋଧୀ ହୋଇଯାଇଛି । ପାକିସ୍ତାନ କ୍ରମାଗତ ଭାବେ ଭାରତ ବିରୋଧରେ ବୟାନ ବାଜି କରିବା ସହିତ ଭାରତ ବିରୋଧୀ କାର୍ଯ୍ୟ କରୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025
Latest News

ଏହି ଦିନ ଜମ୍ମୁ କାଶ୍ମୀର ଏବଂ ପଞ୍ଜାବରେ ରାଜ୍ୟସଭା ନିର୍ବାଚନ: ପଢନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

September 24, 2025

ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର

September 24, 2025

ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 24, 2025

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.