Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡଖଣ୍ଡରେ ବିରୋଧୀଙ୍କୁ ଝଟକା, ବିଜେପିରେ ସାମିଲ ହେଲେ କଂଗ୍ରେସ ଓ ଜେଏମଏମର ୬ ବିଧାୟକ
ଆଜିର ଖବର

ଝାଡଖଣ୍ଡରେ ବିରୋଧୀଙ୍କୁ ଝଟକା, ବିଜେପିରେ ସାମିଲ ହେଲେ କଂଗ୍ରେସ ଓ ଜେଏମଏମର ୬ ବିଧାୟକ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାଡଖଣ୍ଡରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କୁ ଶକ୍ତ ଝଟକା ଲାଗିଛି । ବିରୋଧୀ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଓ କଂଗ୍ରେସର ୬ଜଣ ବିଧାୟକ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ସକାଳ ୧୧ରୁ ଦିନ ୨ଟା ଯାଏଁ ଏହି ମିଶ୍ରଣ ପର୍ବ ଆୟୋଜନ ହୋଇଥିଲା ।ବିଜେପିରେ ସାମିଲ ହୋଇଥିବା ବିଧାୟକମାନେ ହେଲେ  ଝାରଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ କୃଣାଳ ସାରଙ୍ଗୀ, ଜେପି ଭାଇ ପଟେଲ, ଚମରା ଲିଣ୍ଡା, କଂଗ୍ରେସର ବିଧାୟକ ସୁଖଦେବ ଭଗତ ଓ ମନୋଜ ଯାଦବ, ନବ ଜବାନ ସଂର୍ଘଷ ମୋର୍ଚ୍ଚାର ବିଧାୟକ ଭାନୁ ପ୍ରତାପ ସାହୀ ପ୍ରମୁଖ ବିଜେପିର ସଦସ୍ୟସତା ଗ୍ରହଣ କରିଛନ୍ତି । ଏହି ଉତ୍ସବରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଉପସ୍ଥିତ ରହିଥିଲେ । ଏହା ଆସନ୍ତା ନିର୍ବାଚନରେ ବିଜେପିର ଶକ୍ତିବୃଦ୍ଧି କରିବ ବୋଲି କୁହାଯାଉଛି ।
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.