Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟରେ ‘ବାଲା’
ଆଜିର ଖବର

ସୁପ୍ରିମ୍‌କୋର୍ଟରେ ‘ବାଲା’

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କ ଫିଲ୍ମ ‘ବାଲା’କୁ ନେଇ ଉଠିଥିବା ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଛି। ‘ଉଜଡା ଚମନ୍‌’ ଫିଲ୍ମର ନିର୍ଦ୍ଦେଶକ ଅଭିଷେକ ପାଠକ ସୁପ୍ରିମ କୋର୍ଟରେ ‘ବାଲା’ ଫିଲ୍ମ ରିଲିଜ୍‌କୁ ରୋକିବା ପାଇଁ ଏକ ପିଟିସନ୍‌ ଦାୟର୍‌ କରିଛନ୍ତି। ଯେଉଁ ପିଟିସନ୍‌ରେ ସେ ଲେଖିଛନ୍ତି, ‘ବାଲା’ ଫିଲ୍ମର ନିର୍ଦ୍ଦେଶକ ଦିନେଶ ବିଜାନ୍‌ କପି ରାଇଟସ୍‌ର ଉଲ୍ଲଙ୍ଘନ କରିଛନ୍ତି। ଏହି ମାମଲାକୁ ନେଇ ସୁପ୍ରିମ କୋର୍ଟ ୪ ନଭେମ୍ୱରରେ ଶୁଣାଣି କରିବେ। ସୂଚନାଯୋଗ୍ୟ, ଫିଲ୍ମ ‘ଉଜଡା ଚମନ୍‌’ର ନିର୍ମାତା ‘ବାଲା’ ଫିଲ୍ମ ଉପରେ କପି ରାଇଟସ୍‌ ଉଲ୍ଲଙ୍ଘନର ଅଭିଯୋଗ ଲଗାଇଛନ୍ତି। ନିର୍ମାତାଙ୍କ କହିବା ଅନୁସାରେ କନ୍ନଡ ଫିଲ୍ମ ‘ ଓଣ୍ଡୁ ମୋଟ୍ଟେ କାଥେ’ର ରିମେକ୍‌ ହେଉଛି ‘ଉଜଡା ଚମନ୍’। ତାଙ୍କ ପାଖରେ ଓରିଜିନାଲ୍‌ ଫିଲ୍ମର କପି ରାଇଟ୍‌ ରହିଛି। ଏହି ଫିଲ୍ମର ରିଲିଜ୍‌ ଡେଟ୍‌ ନଭେମ୍ବର ୮ ତାରିଖ ରହିଥିବାବେଳେ ବାଲାର ରିଲିଜ୍‌ ନଭେମ୍ବର ୭ ତାରିଖ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Latest News

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.