Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗାମୀ ବର୍ଷ ସୁଦ୍ଧା ସମସ୍ତ ଷ୍ଟେସନରେ ଓ୍ବାଇଫାଇ : ପୀୟୂଷ ଗୋଏଲ
ଆଜିର ଖବର

ଆଗାମୀ ବର୍ଷ ସୁଦ୍ଧା ସମସ୍ତ ଷ୍ଟେସନରେ ଓ୍ବାଇଫାଇ : ପୀୟୂଷ ଗୋଏଲ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଗାମୀ ୪ରୁ ୫ ବର୍ଷ ମଧ୍ୟରେ ଟ୍ରେନ ଯାତ୍ରୀଙ୍କୁ ଯାତ୍ରା ସମୟରେ ଫ୍ରି ୱାଇ ଫାଇର ସୁବିଧା ମିଳିବ  । ରେଳବାଇ ଏହି ପରିଯୋଜନା ପାଇଁ କାମ ଆରମ୍ଭ କରିଦେଇଛି । ବର୍ତ୍ତମାନ ଦେଶର ୫୧୫୦ ଷ୍ଟେସନରେ ମାଗଣା ୱାଇ ଫାଇ ସୁବିଧା ମିଳୁଛି । ସ୍ୱିଡେନରେ ଖବର ଏଜେନ୍ସି ଏଏନଆଇ ସହ ଆଲୋଚନା ବେଳେ ରେଳମନ୍ତ୍ରୀ ପିୟୁଷ ଗୋଏଲ କହିଛନ୍ତି ଯେ ଆଗାମୀ ବର୍ଷ ଶେଷ ସୁଦ୍ଧା ସମସ୍ତ ୬୫୦୦ ଷ୍ଟେସନରେ ୱାଇ ଫାଇର ସୁବିଧା ମିଳିବ ।  ସେହିପରି ସୁରକ୍ଷିତ ଯାତ୍ରା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଏହା ହେବା ଦ୍ୱାରା ସୁରକ୍ଷା ଆହୁରି କଡାକଡି ହୋଇପାରିବା  ପ୍ରତି କୋଚରେ ଲାଗିଥିବା ସିସିଟିଭିର ଲାଇଭ ଫିଡ୍ ନିକଟସ୍ଥ ଥାନାକୁ ଯିବ । ଟ୍ରେନର ପରିଚାଳନାରେ ବ୍ୟବହୃତ ସିଗନାଲ ସିଷ୍ଟମକୁ ୱାଇଫାଇ ସହ ଯୋଡାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.