Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗାମୀ ବର୍ଷ ସୁଦ୍ଧା ସମସ୍ତ ଷ୍ଟେସନରେ ଓ୍ବାଇଫାଇ : ପୀୟୂଷ ଗୋଏଲ
ଆଜିର ଖବର

ଆଗାମୀ ବର୍ଷ ସୁଦ୍ଧା ସମସ୍ତ ଷ୍ଟେସନରେ ଓ୍ବାଇଫାଇ : ପୀୟୂଷ ଗୋଏଲ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଗାମୀ ୪ରୁ ୫ ବର୍ଷ ମଧ୍ୟରେ ଟ୍ରେନ ଯାତ୍ରୀଙ୍କୁ ଯାତ୍ରା ସମୟରେ ଫ୍ରି ୱାଇ ଫାଇର ସୁବିଧା ମିଳିବ  । ରେଳବାଇ ଏହି ପରିଯୋଜନା ପାଇଁ କାମ ଆରମ୍ଭ କରିଦେଇଛି । ବର୍ତ୍ତମାନ ଦେଶର ୫୧୫୦ ଷ୍ଟେସନରେ ମାଗଣା ୱାଇ ଫାଇ ସୁବିଧା ମିଳୁଛି । ସ୍ୱିଡେନରେ ଖବର ଏଜେନ୍ସି ଏଏନଆଇ ସହ ଆଲୋଚନା ବେଳେ ରେଳମନ୍ତ୍ରୀ ପିୟୁଷ ଗୋଏଲ କହିଛନ୍ତି ଯେ ଆଗାମୀ ବର୍ଷ ଶେଷ ସୁଦ୍ଧା ସମସ୍ତ ୬୫୦୦ ଷ୍ଟେସନରେ ୱାଇ ଫାଇର ସୁବିଧା ମିଳିବ ।  ସେହିପରି ସୁରକ୍ଷିତ ଯାତ୍ରା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଏହା ହେବା ଦ୍ୱାରା ସୁରକ୍ଷା ଆହୁରି କଡାକଡି ହୋଇପାରିବା  ପ୍ରତି କୋଚରେ ଲାଗିଥିବା ସିସିଟିଭିର ଲାଇଭ ଫିଡ୍ ନିକଟସ୍ଥ ଥାନାକୁ ଯିବ । ଟ୍ରେନର ପରିଚାଳନାରେ ବ୍ୟବହୃତ ସିଗନାଲ ସିଷ୍ଟମକୁ ୱାଇଫାଇ ସହ ଯୋଡାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.