Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଡି.ଏସ କୁଟ୍ଟେ ହେଲେ ସ୍ବତନ୍ତ୍ର ସଚିବ, ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଡି.ଏସ କୁଟ୍ଟେ ହେଲେ ସ୍ବତନ୍ତ୍ର ସଚିବ, ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

1997 ବ୍ୟାଚ ଆଇପିଏସ ଅଧିକାରୀ ଧିରେନ୍ଦ୍ର ସାଂଭାଜୀ କୁଟ୍ଟେ ବା ଡି.ଏସ କୁଟ୍ଟେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏହା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ କାର୍ଯ୍ୟ କରୁଥିଲେ। ସେ 2017 ମସିହାରୁ ଏହି ଦାୟିତ୍ବରେ ରହିଛନ୍ତି। ଏହି ଆଇପିଏସ ଅଧିକାରୀ ପୂର୍ବରୁ ଓଡିଶା ପରିବହନ ବିଭାଗର କମିଶନର ଭାବେ କାର୍ଯ୍ୟ କରିଥିଲେ। ଏଥିସହିତ ଆଇଜି ଅପରେସନ ଭାବେ ମଧ୍ୟ ଗୁରୁ ଦାୟିତ୍ବ ତୁଲାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ସେ ନିଜର ଦକ୍ଷତା ମଧ୍ୟ ପ୍ରତିପାଦନ କରାଇପାରିଛନ୍ତି। ତାଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଭରସା ବେଶ ରହିଛି। ବିଭିନ୍ନ ଯୋଜନାରେ କାଯ୍ୟକାରିତା ପାଇଁ ସେ ମୁଖ୍ୟମନ୍ତ୍ରଙ୍କ ଶୁଭ ଦୃଷ୍ଟିରେ ରହି ଆସିଛନ୍ତି। ଯାହା ଫଳରେ ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା କରି ପୁଣି ଥରେ ଏହି ଗୁରୁ ଦାୟିତ୍ବ ପ୍ରଦାନ କରିଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026
Latest News

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.