Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଗାଣ ବର୍ଷା ଯୋଗୁଁ ରେଳ ସେବା ବାଧାପ୍ରାପ୍ତ : ୪ଟି ଟ୍ରେନ୍‌ ବାତିଲ୍‌
ଆଜିର ଖବର

ଲଗାଣ ବର୍ଷା ଯୋଗୁଁ ରେଳ ସେବା ବାଧାପ୍ରାପ୍ତ : ୪ଟି ଟ୍ରେନ୍‌ ବାତିଲ୍‌

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରବଳ ବର୍ଷା ଯୋଗୁଁ ପୂର୍ବତଟ ରେଳ ସେବା ବାଧାପ୍ରାପ୍ତ ହୋଇଛି । ବର୍ଷା ପାଣି ଜମି ରହିବା କାରଣରୁ ପଲାସା ଓ ବିଜୟନଗରମ୍‌ରେ ବହୁ ଟ୍ରେନ୍‌ ବିଳମ୍ବରେ ଚାଲୁଛି । ସେହିପରି କିଛି ଟ୍ରେନ୍‌ର ଗତିପଥକୁ ବଦଳାଯାଇଥିବାବେଳେ ବାତିଲ ମଧ୍ୟ କରାଯାଇଛି । ଲଗାଣ ବର୍ଷା ଯୋଗୁଁ ପଲାସା ଓ ବିଜିୟନଗରମ୍‌ ଷ୍ଟେସନ୍‌ ମଧ୍ୟରେ ଟ୍ରାକ୍‌ ଉପରେ ପାଣି ଜମି ରହିଛି । ଫଳରେ ବହୁ ଟ୍ରେନ୍‌ ବିଳମ୍ବରେ ଚାଲୁଛି । ସେହିପରି ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସର ଗତିପଥକୁ ବଦଳାଯାଇଛି । ଏହା ଶ୍ରୀକାକୁଲମ ନିକଟରେ ଗତି ପଥ ବଦଳାଇ ବିଶାଖାପାଟଣା ଯିବ । ସେହିପରି ଫେରିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ କରାଯାଇଛି । ସେହିପରି ବିଶାଖାପାଟଣା-ବ୍ରହ୍ମପୁର ଏବଂ ଆସନ୍ତାକାଲି ଛାଡ଼ିବାକୁ ଥିବା ବ୍ରହ୍ମପୁର-ବିଶାଖାପାଟଣା ଓ୍ବାନ୍‌ ପେୟାର ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଛି । ଏହା ସହିତ ଭୁବନେଶ୍ୱର-ବ୍ରହ୍ମପୁର-ଭୁବନେଶ୍ୱର ମେମୁ ଟ୍ରେନ୍‌ ବାତିଲ ହୋଇଥିବା ପୂର୍ବତଟ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.