Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଗାଣ ବର୍ଷା ଯୋଗୁଁ ରେଳ ସେବା ବାଧାପ୍ରାପ୍ତ : ୪ଟି ଟ୍ରେନ୍‌ ବାତିଲ୍‌
ଆଜିର ଖବର

ଲଗାଣ ବର୍ଷା ଯୋଗୁଁ ରେଳ ସେବା ବାଧାପ୍ରାପ୍ତ : ୪ଟି ଟ୍ରେନ୍‌ ବାତିଲ୍‌

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରବଳ ବର୍ଷା ଯୋଗୁଁ ପୂର୍ବତଟ ରେଳ ସେବା ବାଧାପ୍ରାପ୍ତ ହୋଇଛି । ବର୍ଷା ପାଣି ଜମି ରହିବା କାରଣରୁ ପଲାସା ଓ ବିଜୟନଗରମ୍‌ରେ ବହୁ ଟ୍ରେନ୍‌ ବିଳମ୍ବରେ ଚାଲୁଛି । ସେହିପରି କିଛି ଟ୍ରେନ୍‌ର ଗତିପଥକୁ ବଦଳାଯାଇଥିବାବେଳେ ବାତିଲ ମଧ୍ୟ କରାଯାଇଛି । ଲଗାଣ ବର୍ଷା ଯୋଗୁଁ ପଲାସା ଓ ବିଜିୟନଗରମ୍‌ ଷ୍ଟେସନ୍‌ ମଧ୍ୟରେ ଟ୍ରାକ୍‌ ଉପରେ ପାଣି ଜମି ରହିଛି । ଫଳରେ ବହୁ ଟ୍ରେନ୍‌ ବିଳମ୍ବରେ ଚାଲୁଛି । ସେହିପରି ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସର ଗତିପଥକୁ ବଦଳାଯାଇଛି । ଏହା ଶ୍ରୀକାକୁଲମ ନିକଟରେ ଗତି ପଥ ବଦଳାଇ ବିଶାଖାପାଟଣା ଯିବ । ସେହିପରି ଫେରିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ କରାଯାଇଛି । ସେହିପରି ବିଶାଖାପାଟଣା-ବ୍ରହ୍ମପୁର ଏବଂ ଆସନ୍ତାକାଲି ଛାଡ଼ିବାକୁ ଥିବା ବ୍ରହ୍ମପୁର-ବିଶାଖାପାଟଣା ଓ୍ବାନ୍‌ ପେୟାର ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଛି । ଏହା ସହିତ ଭୁବନେଶ୍ୱର-ବ୍ରହ୍ମପୁର-ଭୁବନେଶ୍ୱର ମେମୁ ଟ୍ରେନ୍‌ ବାତିଲ ହୋଇଥିବା ପୂର୍ବତଟ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.