Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ବିଜେପି – ସେନା ମେଣ୍ଟ ଆଗୁଆ ଥିବାବେଳେ, ହରିୟାଣାରେ ସ୍ଥିତି ସଙ୍ଗୀନ୍‌
ଆଜିର ଖବର

ମହାରାଷ୍ଟ୍ରରେ ବିଜେପି – ସେନା ମେଣ୍ଟ ଆଗୁଆ ଥିବାବେଳେ, ହରିୟାଣାରେ ସ୍ଥିତି ସଙ୍ଗୀନ୍‌

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍‌ ଗଣତି ଆରମ୍ଭ ହୋଇଛି। ତେବେ ଉଭୟ ରାଜ୍ୟରେ ବିଜେପି ଆଗୁଆ ରହିଥିବା ଜଣାପଡ଼ିଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟ୍ ଗଣତିରୁ ମିଳିଥିବା ଲାଟେଷ୍ଟ୍‌ ଟ୍ରେଣ୍ଡ୍‌ ଅନୁଯାୟୀ ବିଜେପି ଆଗୁଆ ରହିଛି । ମହାରାଷ୍ଟ୍ରର ୨୮୮ଟି ବିଧାନସଭା ଆସନରୁ ବିଜେପି-ଶିବସେନା ମେଣ୍ଟ ୧୬୬ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ-ଏନ୍‌ସିପି ମେଣ୍ଟ ୮୫ଟି ଆସନରେ ଓ ଅନ୍ୟାନ୍ୟ ଦଳ ୩୮ଟି ଆସନରେ ଆଗରେ ରହିଛନ୍ତି। ଫଳରେ ଏଠାରେ ପୁଣିଥରେ ବିଜେପି-ଶିବସେନା ମେଣ୍ଟ ବାଜିମାତ୍‌ କରିବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସେହିପରି ହରିଆଣାରେ ୯୦ଟି ଆସନରୁ ବିଜେପି ୩୯ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୨୯ଟି ଆସନ, ଜନନାୟକ ଜନତା ପାର୍ଟି(ଜେଜେପି) ୧୨ଟି ଆସନ, ଓ ଅନ୍ୟାନ୍ୟ ଦଳ ୧୧ଟି ଆସନରେ ଆଗୁଆ ରହିଛି। ତେବେ ହରିୟାଣାରେ ଜେଜେପି କିଙ୍ଗମେକର୍‌ ସାଜିବ । କଂଗ୍ରେସ ଏଠାରେ ଜେଜିପିକୁ ଡେପୁଟି ସିଏମ୍‌ ପଦ ଯାଚି ସାରିଛି

Share. Facebook Twitter LinkedIn Email WhatsApp Copy Link

Related Posts

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.