Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ବିଜେପି – ସେନା ମେଣ୍ଟ ଆଗୁଆ ଥିବାବେଳେ, ହରିୟାଣାରେ ସ୍ଥିତି ସଙ୍ଗୀନ୍‌
ଆଜିର ଖବର

ମହାରାଷ୍ଟ୍ରରେ ବିଜେପି – ସେନା ମେଣ୍ଟ ଆଗୁଆ ଥିବାବେଳେ, ହରିୟାଣାରେ ସ୍ଥିତି ସଙ୍ଗୀନ୍‌

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍‌ ଗଣତି ଆରମ୍ଭ ହୋଇଛି। ତେବେ ଉଭୟ ରାଜ୍ୟରେ ବିଜେପି ଆଗୁଆ ରହିଥିବା ଜଣାପଡ଼ିଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟ୍ ଗଣତିରୁ ମିଳିଥିବା ଲାଟେଷ୍ଟ୍‌ ଟ୍ରେଣ୍ଡ୍‌ ଅନୁଯାୟୀ ବିଜେପି ଆଗୁଆ ରହିଛି । ମହାରାଷ୍ଟ୍ରର ୨୮୮ଟି ବିଧାନସଭା ଆସନରୁ ବିଜେପି-ଶିବସେନା ମେଣ୍ଟ ୧୬୬ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ-ଏନ୍‌ସିପି ମେଣ୍ଟ ୮୫ଟି ଆସନରେ ଓ ଅନ୍ୟାନ୍ୟ ଦଳ ୩୮ଟି ଆସନରେ ଆଗରେ ରହିଛନ୍ତି। ଫଳରେ ଏଠାରେ ପୁଣିଥରେ ବିଜେପି-ଶିବସେନା ମେଣ୍ଟ ବାଜିମାତ୍‌ କରିବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସେହିପରି ହରିଆଣାରେ ୯୦ଟି ଆସନରୁ ବିଜେପି ୩୯ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୨୯ଟି ଆସନ, ଜନନାୟକ ଜନତା ପାର୍ଟି(ଜେଜେପି) ୧୨ଟି ଆସନ, ଓ ଅନ୍ୟାନ୍ୟ ଦଳ ୧୧ଟି ଆସନରେ ଆଗୁଆ ରହିଛି। ତେବେ ହରିୟାଣାରେ ଜେଜେପି କିଙ୍ଗମେକର୍‌ ସାଜିବ । କଂଗ୍ରେସ ଏଠାରେ ଜେଜିପିକୁ ଡେପୁଟି ସିଏମ୍‌ ପଦ ଯାଚି ସାରିଛି

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.