Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପୁର ଉପନିର୍ବାଚନ ଫଳାଫଳ : ୧୬ ରାଉଣ୍ଡ ସୁଦ୍ଧା ରୀତା ଆଗୁଆ
ଆଜିର ଖବର

ବିଜେପୁର ଉପନିର୍ବାଚନ ଫଳାଫଳ : ୧୬ ରାଉଣ୍ଡ ସୁଦ୍ଧା ରୀତା ଆଗୁଆ

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ରାଜ୍ୟର ବିଜେପୁର ଉପନିର୍ବାଚନ ଫଳାଫଳ ପାଇଁ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଚାଲିଛି । ବିଜେଡି ପ୍ରାର୍ଥୀ ରୀତା ସାହୁ ପୁଣି ଲୋକପ୍ରିୟ ହୋଇଛନ୍ତି । ୧୬ଟିି ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜୁ ଜନତା ଦଳର ପ୍ରାର୍ଥୀ ରୀତା ସାହୁ ୧୦୩୩୧୮ ଖଣ୍ଡ ଭୋଟ ପାଇ ଆଗୁଆ ରହିଛନ୍ତି । ବିଜେଡି ପ୍ରାଥୀ ରୀତା ସାହୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କ ଠାରୁ ପ୍ରାୟ ୮୦ହଜାର ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି । ବିଜେପି ପ୍ରାର୍ଥୀ ସନତ ଗଡ଼ତିଆ ୨୮,୦୭୧ ଭୋଟ ପାଇଥିବା ବେଳେ କଂଗ୍ରେସର ଦିଲ୍ଲୀପ ପଣ୍ଡା  ୪,୨୮୭ଟି ଭୋଟ ପାଇଛନ୍ତି । ବତ୍ତର୍ମାନ ମଧ୍ୟ ଭୋଟ ଗଣତି ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ହୋଇଥିବା ୧୬ଟି ରାଉଣ୍ଡ ସୁଦ୍ଧା ଭୋଟ ଗଣତିକୁ ଦେଖିବାକୁ ଗଲେ ରୀତା ସାହୁ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ଆଗୁଆ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026
Latest News

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.