Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପଦ ସଂକେତ ଟପିଲା ଜଳକା ଓ ବଂଶଧାରା
ଆଜିର ଖବର

ବିପଦ ସଂକେତ ଟପିଲା ଜଳକା ଓ ବଂଶଧାରା

October 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଯାହା ପ୍ରଭାବରେ ରାଜ୍ୟରେ ଗତ ୨ଦିନ ହେଲା ବର୍ଷା ଜାରି ରହିଛି । ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ପ୍ରବାହିତ ହେଉଥିବା ଜଳକା ନଦୀ ଓ ଦକ୍ଷିଣରେ ପ୍ରବାହିତ ବଂଶଧାରା ନବୀର ଜଳସ୍ତର ବିପଦ ସଙ୍କେତ ଟପିଛି । ଫଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ।  ସୂଚନାନୁସାରେ, ସାରା ରାଜ୍ୟରେ ୨ଦିନ ହେବ ଲଗାଣ ବର୍ଷା ଫଳରେ ବାଲେଶ୍ୱର ଜିଲ୍ଲା ମଥାନୀ ନିକଟରେ ଜଳକା ନଦୀ ବିପଦ ସଙ୍କେତ ଟପିଛି । ଜଳକା ନଦୀର ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ଆଜି ଗତ ୨ଦିନର ଲଗାଣ ବର୍ଷା ଯୋଗୁଁ ଆଜି ଜଳ ପତ୍ତନ ୬.୦୦ ମିଟର ଉପରେ ରହିଛି । ଫଳରେ ଜଳକା ନଦୀରେ ବନ୍ୟା ଆସିବା ଦ୍ୱାରା ବସ୍ତା ଆଦି ବ୍ଲକ୍‌ରେ ଏକାଧିକ ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା ରହିଛି । ସେହିପରିି ଗଜପତିରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଫଳରେ ଗଜପତି ଜିଲ୍ଲା କାଶୀନଗର ଠାରେ ବଂଶଧାରା ବିପଦ ସଂକେତ ଟପିଛି । ବଂଶଧାରା ନଦୀ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ବର୍ତ୍ତମାନ ଏହାର ଜଳସ୍ତର ୫୫.୦୧ ମିଟର ରହିଛି ।
Share. Facebook Twitter LinkedIn Email WhatsApp Copy Link

Related Posts

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026
Latest News

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.