Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବିବାର ଦିନ ଶପଥ ନେବେ ମନୋହର ଓ ଦୁଷ୍ମନ୍ତ ଚୌତାଲା
ଆଜିର ଖବର

ରବିବାର ଦିନ ଶପଥ ନେବେ ମନୋହର ଓ ଦୁଷ୍ମନ୍ତ ଚୌତାଲା

October 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା ରାଜନୀତିର ଛକାପଂଝା ଭିତରେ ଏବେ ସ୍ଥିରତା ଆସିଯାଇଛି । ରବିବାର ଦିନ ବିଜେପି ନେତା ମନୋହର ଲାଲ୍‌ ଖଟ୍ଟର ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ରବିବାର ଅପରାହ୍ନ ୨ଟା ୧୫ରେ ସେ ଶପଥ ଗ୍ରହଣ କରିବେ।  ମନେହାର ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହବୋ ପରେ ଶନିବାର ରାଜ୍ୟପାଳଙ୍କୁ ଭେଟି ସେ ତାଙ୍କ ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଅନୁରୋଧ କରିଥିଲେ। ଆଉ ଏହାକୁ ରାଜ୍ୟପାଳ ଗ୍ରହଣ କରି ନେଇଥିବା ସେ କହିଛନ୍ତି। ରବିବାର ଦିନ ରାଜ ଭବନ ପରିସରରେ ଖଟ୍ଟର ମୁଖ୍ୟମନ୍ତ୍ରୀ ଭାବେ ଶବଥ ନେବେ। ଏହାସହ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ମନ୍ତ ଚୌତାଲା ମଧ୍ୟ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ହରିୟାଣାର ୯୦ଟି ବିଧାନସଭା ଆସନରେ ବିଜେପି  ୪୦ଟି ଆସିନ ଜିତିଥିବାବେଳେ ମ୍ୟାଜିକ୍‌ ୪୬ ନମ୍ବରଠାରୁ ଦୂରରେ ରହିଥିଲା । ଅପରପକ୍ଷରେ କଂଗ୍ରେସ ୩୧ଟି ଆସନ ଜିତିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 20, 2025
Latest News

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 20, 2025

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.