Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଭାରତ ରତ୍ନ ମିଳିବା ନେଇ ଦାବି କଲା କଂଗ୍ରେସ
ଆଜିର ଖବର

ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଭାରତ ରତ୍ନ ମିଳିବା ନେଇ ଦାବି କଲା କଂଗ୍ରେସ

October 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିକଟରେ ସ୍ୱାଧୀନତା ସଂଗ୍ରାମୀ ବୀର ସବରକରଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ଦେବା ନେଇ  ଉଭୟ ସରକାର ଓ ବିରୋଧୀଙ୍କ ବାକ୍‌ଯୁଦ୍ଧ ଚାଲିଥିବାବେଳେ  ଏବେ ସ୍ୱାଧୀନତା ସଂଗ୍ରାମୀର କ୍ରାନ୍ତିକାରୀ ନେତା ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କୁ ମଧ୍ୟ ଭାରତ ରତ୍ନ ମିଳିବା ନେଇ କଂଗ୍ରେସ ସାଂସଦ ମନୀଷ ତିଓ୍ୱାରୀ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଏ ନେଇ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି, ସହିଦ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବ ବିଟ୍ରିଶ ସରକାରକୁ ବିରୋଧ କରି ଦେଶରେ ଆନ୍ଦୋଳନକୁ ପ୍ରେରିତ କରିଥିଲେ । ଏହାପରେ ଏହି ତିନି ଜଣ ନିଜର ଦେଶ ପାଇଁ ୧୯୩୧ ମାର୍ଚ୍ଚ ୨୩ ତାରିଖରେ ବଳିଦାନ ଦେଇଥିଲେ । ତେଣୁ ଆଗାମୀ ସାଧାରଣତନ୍ତ୍ର ଦିବସରେ ଏହି ତିନି ସ୍ୱାଧୀନତା ସଂଗ୍ରାମୀଙ୍କୁ ଭାରତ ରତ୍ନ ଦିଆଯାଉ ବୋଲି ସେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଏହି ତିନି ସ୍ୱାଧନୀତା ସଂଗ୍ରାମୀଙ୍କୁ ସହିଦ-ଏ-ଆଜାମ ସମ୍ମାନରେ ସମ୍ମାନିତ କରାଯାଇଛି। ଏବେ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଗଲେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଉଚିତ୍ ସମ୍ମାନ ମିଳିବ ବୋଲି ସେ କହିଛନ୍ତି। ନିକଟରେ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଅଭିଷେକ ମନୁ ସିଂଘଭୀ ସବର୍‌କରଙ୍କୁ ଜଣେ କୁଶଳ ବ୍ୟକ୍ତି କହିବା ସହିତ ବ୍ୟକ୍ତିଗତ ସ୍ତରରେ ସବର୍‌କରଙ୍କ ବିଚାରଧାରା ସହିତ ସେ ସହମତ ନୁହଁନ୍ତି କିନ୍ତୁ ସେ ଜଣେ କୁଶଳ ବ୍ୟକ୍ତି ଥିଲେ ଓ ସ୍ବାଧୀନତା ସଂଗ୍ରାମରେ ଭାଗ ନେବା ସହିତ ଦଳିଙ୍କ ପାଇଁ ଲଢେଇ କରିଥିଲେ ।  ବିଜେପି ମହାରାଷ୍ଟ୍ର ବିଧାନସଭା ନିର୍ବାଚନୀ ଘୋଷଣାନାମାରେ ସବରକରଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲା । ଯାହାକୁ କଂଗ୍ରେସ ଦୃଢ ବିରୋଧ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ବାଂଲାଦେଶ ସୁପର-୪ ଲଢେଇ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ସମ୍ଭାବ୍ୟ ଖେଳାଳି

September 24, 2025

ଶେଷରେ ବଦଳିଲେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ: ବିରୁଦ୍ଧରେ ଅଭିଯୋଗର ଲମ୍ବା ଫର୍ଦ୍ଦ

September 24, 2025

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025
Latest News

ବିଜେଡିରୁ ନିଲମ୍ବିତ ହେବା ପରେ ଗୋଟିଏ ପରେ ଗୋଟିଏ ବାଣ ଫୁଟାଇଲେ ଶ୍ରୀମୟୀ

September 24, 2025

ଆଜି ଭାରତ-ବାଂଲାଦେଶ ସୁପର-୪ ଲଢେଇ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ସମ୍ଭାବ୍ୟ ଖେଳାଳି

September 24, 2025

ଶେଷରେ ବଦଳିଲେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ: ବିରୁଦ୍ଧରେ ଅଭିଯୋଗର ଲମ୍ବା ଫର୍ଦ୍ଦ

September 24, 2025

ଏହି ଦିନ ଜମ୍ମୁ କାଶ୍ମୀର ଏବଂ ପଞ୍ଜାବରେ ରାଜ୍ୟସଭା ନିର୍ବାଚନ: ପଢନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

September 24, 2025

ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.