Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାପାନରେ ଆୟୋଜିତ ଇସ୍ପାତ ଗ୍ଲୋବାଲ ଫୋରମର ମନ୍ତ୍ରୀସ୍ତରୀୟ ବୈଠକରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଜାପାନରେ ଆୟୋଜିତ ଇସ୍ପାତ ଗ୍ଲୋବାଲ ଫୋରମର ମନ୍ତ୍ରୀସ୍ତରୀୟ ବୈଠକରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

October 26, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଇସ୍ପାତ ଶିଳ୍ପର କ୍ଷମତା ବୃଦ୍ଧି ଉପରେ ଗ୍ଲୋବାଲ ଫୋରମ (ଜିଏଫ୍ଏସ୍ଇଏସ୍)ର ମବୀସ୍ତରୀୟ ବୈଠକରେ

ଜାପାନ/ଭୁବନେଶ୍ୱର, ଅକ୍ଟୋବର ୨୬ – ଭାରତରେ ବଢୁଥିବା ଇସ୍ପାତ୍ ଚାହିଦା ଇସ୍ପାତ୍ ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି ପାଂଚଦିନିଆ ବିଦେଶ ଗସ୍ତର ଅନ୍ତିମ ଦିନରେ ଜାପାନର ରାଜଧାନୀ ଟୋକିଓ ଠାରେ ଆୟୋଜିତ ଇସ୍ପାତ ଶିଳ୍ପର କ୍ଷମତା ବୃଦ୍ଧି ଉପରେ ଗ୍ଲୋବାଲ ଫୋରମ (ଜିଏଫ୍ଏସ୍ଇଏସ୍)ର
ମନ୍ତ୍ରୀସ୍ତରୀୟ ବୈଠକରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି ଯେ ଭାରତରେ ଇସ୍ପାତ ବ୍ୟବହାରକୁ ବଢାଇବା ତଥା ବିଶେଷ ଭାବରେ ଇସ୍ପାତ୍ ଚାହିଦାକୁ ବୃଦ୍ଧି କରିବା ଉପରେ ଆମେ ଗୁରୁତ୍ୱ ଦେଉଅଛୁ।

୨୦୩୦ ସୁଦ୍ଧା ଇସ୍ପାତ୍ର ଉତ୍ପାଦନ ବୃଦ୍ଧି କରିବା ପାଇଁ ସରକାରଙ୍କ ଯୋଜନା ରହିଛି । ସେ କହିଛନ୍ତି ଯେ କୋଟି କୋଟି ଭାରତୀୟଙ୍କ ସ୍ୱପ୍ନକୁ ନଜରରେ ରଖି ଭାରତ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ପ୍ରାୟ ୧.୪ ଟ୍ରିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ କରି ଦେଶର ଭିତିଭୂମି ବିକାଶ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏହି ମବୀସ୍ତରୀୟ ବୈଠକ ଅବସରରେ ଶ୍ରୀ ପ୍ରଧାନ ଜାପାନର ଶିଳ୍ପ ଓ ପ୍ରାକୃତିକ ସମ୍ବଳ ମବୀ ବଣ୍ଡାର ଅଲ୍- ଖୋରଐଫକୁ ଭେଟି ଇସ୍ପାତ୍ କ୍ଷେତ୍ରରେ ସାଉଦିଆରବ ସହ ସହଯୋଗର ସଂକ୍ଷେପ ସମୀକ୍ଷା କରିଥିଲେ ।

ସେହିପରି ଟୋକିଓଠାରେ ଜାପାନର ଅର୍ଥମବୀ ହିରୋସୀମା କାଜିୟାମାଙ୍କ ସହ ଶ୍ରୀ ପ୍ରଧାନଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଯାଇଥିଲା । ନିଯୁକ୍ତି ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ଶ୍ରୀ ପ୍ରଧାନ ବର୍ତମାନର ତୈଳ, ଗ୍ୟାସ ଏବଂ ଇସ୍ପାତ୍ କ୍ଷେତ୍ରର ସମୀକ୍ଷା କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ରମବୀ ଶ୍ରୀ ପ୍ରଧାନ ଏକ ବ୍ୟବସାୟିକ ପ୍ରତିନିଧି ମଣ୍ଡଳି ସହ ଗତ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଋଷ ଓ ଜାପାନ ଗସ୍ତ କରିଥିଲେ । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଋଷ ଓ ଜାପାନର ବିଭିନ୍ନ ତୈଳ, ଗ୍ୟାସ ଏବଂ ଇସ୍ପାତ୍ ସମ୍ପର୍କିତ ପ୍ରକଳ୍ପ ବୁଲି ଦେଖିବା ସହ ଓଡିଶା ଏବଂ ଋଷ ମଧ୍ୟରେ ବାଣିଜ୍ୟିକ ସମ୍ପର୍କ ପାଇଁ ଉଦ୍ୟମ କରିଥିଲେ । ଋଷରେ ସାଖାଲିନ୍ -୧ ପ୍ରକଳ୍ପର ସମୀକ୍ଷା କରିବା ସହ ଜାପାନ ଗସ୍ତ କରି ସେଠାକାର ପ୍ରମୁଖ ଇସ୍ପାତ ଉତ୍ପାଦନକାରୀ କମ୍ପାନୀର ମୁଖ୍ୟ ଓ ପ୍ରତିନିଧି ମଣ୍ଡଳିଙ୍କ ସହ ଇସ୍ପାତ୍ କ୍ଷେତ୍ରକୁ ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର

January 13, 2026

ଆତଙ୍କବାଦୀ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ: କାଶ୍ମୀରରେ ୫ ସରକାରୀ କର୍ମଚାରୀ ବହିଷ୍କୃତ

January 13, 2026

ଆଜିଠାରୁ ଇଣ୍ଡିଆ ଓପନ୍ ୨୦୨୬ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଭାରତର ନେତୃତ୍ଵ ନେବେ ପିଭି ସିନ୍ଧୁ

January 13, 2026

ନିଜ ନାଗରିକମାନଙ୍କୁ ଚେତାବନୀ ଦେଲା ଆମେରିକା: ଇରାନ ଛାଡ଼ିବାକୁ ଦେଲା ପରାମର୍ଶ

January 13, 2026
Latest News

ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର

January 13, 2026

ଆତଙ୍କବାଦୀ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ: କାଶ୍ମୀରରେ ୫ ସରକାରୀ କର୍ମଚାରୀ ବହିଷ୍କୃତ

January 13, 2026

‘ଅପରେସନ ସିନ୍ଦୁର ଏବେ ବି ଚାଲିଛି, ଦୁଃସାହସ କଲେ…’: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଲେ ସେନା ମୁଖ୍ୟ

January 13, 2026

ଆଜିଠାରୁ ଇଣ୍ଡିଆ ଓପନ୍ ୨୦୨୬ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଭାରତର ନେତୃତ୍ଵ ନେବେ ପିଭି ସିନ୍ଧୁ

January 13, 2026

ନିଜ ନାଗରିକମାନଙ୍କୁ ଚେତାବନୀ ଦେଲା ଆମେରିକା: ଇରାନ ଛାଡ଼ିବାକୁ ଦେଲା ପରାମର୍ଶ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.