Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶେଷ ହେଲା ଟେରାକୋଟା ହସ୍ତଶିଳ୍ପ ପ୍ରଦର୍ଶନୀ ‘ମୃତ୍ତିକା-୨୦୧୯’ ଆଠ ଦିନରେ ୧ କୋଟି ୨୮ ଲକ୍ଷ ଟଙ୍କାର ବିକ୍ରି
ଆଜିର ଖବର

ଶେଷ ହେଲା ଟେରାକୋଟା ହସ୍ତଶିଳ୍ପ ପ୍ରଦର୍ଶନୀ ‘ମୃତ୍ତିକା-୨୦୧୯’ ଆଠ ଦିନରେ ୧ କୋଟି ୨୮ ଲକ୍ଷ ଟଙ୍କାର ବିକ୍ରି

October 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Mrutika Exhibition at Bhubaneswar concluded

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର:-ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଦ୍ବାରା ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ଆୟୋଜିତ ଟୋରାକୋଟା ହସ୍ତଶିଳ୍ପ ପ୍ରଦର୍ଶନୀ “ମୃତ୍ତିକା ” ଶେଷ ହୋଇଛି। ଆଠ ଦିନ ଚାଲିଥିବା ଏହି ପ୍ରଦର୍ଶନୀରେ ମୋଟ ୧ କୋଟି ୨୮ ଲକ୍ଷ ଟଙ୍କାର କାରବାର ହୋଇଥିବାର ଜଣାପଡିଛି। ଗତବର୍ଷ ଏହି ପ୍ରଦର୍ଶନୀରେ ୧ କୋଟି ୧୫ ଲକ୍ଷ୍ୟ ଟଙ୍କାର କାରାବାର ହୋଇଥିଲା।ଚଳିତ ବର୍ଷ ଏହା ଦେଢ କୋଟି ରେ ପହଁଚିବାର ଥିଲା। ହେଲେ ଲଗାଣ ବର୍ଷା ଯୋଗୁଁ ଶେଷ ଦୁଇଦିନ କୌଣସି କାରବାର ହୋଇପାରି ନ ଥିଲା। ଏଥର ଏହି ପ୍ରଦର୍ଶନୀରେ ୧୦୦ ଗୋଟି ଷ୍ଟଲ୍‌ରେ ୧୭୭ ଜଣ କାରିଗର ସେମାନଙ୍କ ହସ୍ତଶିଳ୍ପକୁ ପ୍ରଦର୍ଶନ ଓ ବିକ୍ରୟ କରିଥିଲେ । ଏଥିରେ ଛୋଟ ମାଟି ଦ୍ବୀପଠାରୁ ଆରମ୍ଭ କରି ଟେରାକୋଟାର ବଡବଡ ହାତୀ, ଘୋଡା ସହିତ ଫୁଲ ଦାନୀ ପ୍ରଭୃତି ପ୍ରଦର୍ଶିତ ହୋଇଥିଲା। ଚଳିତ ବର୍ଷ ଏହି ମେଳାକୁ ୨ ଲକ୍ଷ ୩୦ ହଜାର ଦର୍ଶକ ଆସିଥିଲେ । ଶେଷ ଦିନରେ ଏହି ପ୍ରଦର୍ଶନୀରେ ଭାର ନେଇଥିବା କାରୀଗରଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.