Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ସିରିଜ୍‌ ବୋମାମାଡ : 2 ଜଣ ଆହତ
ଆଜିର ଖବର

ଗଞ୍ଜାମରେ ସିରିଜ୍‌ ବୋମାମାଡ : 2 ଜଣ ଆହତ

October 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ ଜିଲ୍ଲା ପୋଲସରାରେ ସିରିଜ୍ ବୋମାମାଡ଼ ହୋଇଛି । ଗତକାଲି ରାତି ପ୍ରାୟ 9ଟା ବେଳେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି ଏଠାକାର ମୁଖ୍ୟ ରାସ୍ତାରେ 5ଟି ବୋମା ଫିଙ୍ଗି ଥିଲେ । ପ୍ରଥମେ ଦୁର୍ବୃତ୍ତମାନେ ପୋଲସରା ବଜାର ଛକରେ ଥିବା ସରକାରୀ ବିଦେଶୀ ମଦ ଦୋକାନକୁ ଲକ୍ଷ୍ୟ କରି 2ଟି ବୋମା ଫିଙ୍ଗି ଥିଲେ । ଏହାପରେ ରାଣୀପଡ଼ା ଓ ବାଲିଘାଇ ଛକରେ ଆଉ ୩ଟି ବୋମା ଫିଙ୍ଗି ଥିଲେ । ପୋଲସରା ବଜାର ଛକରେ ହୋଇଥିବା ବୋମାମାଡ଼ରେ ଅନିଲ କୁମାର ମଲ୍ଲିକ ଓ ଶଙ୍କର ବେହେରା ନାମକ ଦୁଇ ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ବୋମାମାଡ଼ର କାରଣ ଜଣାପଡ଼ି ନଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ ଚଳାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.