Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»40 ଲକ୍ଷ ଟଙ୍କା ଠକେଇ ଅଭିଯୋଗ : 2 ଗିରଫ
ଆଜିର ଖବର

40 ଲକ୍ଷ ଟଙ୍କା ଠକେଇ ଅଭିଯୋଗ : 2 ଗିରଫ

October 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର ଜିଲ୍ଲାରେ 40 ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ 2 ଜଣ ଯୁବକ ଗିରଫ ହୋଇଛନ୍ତି । ବହୁ ଲୋକଙ୍କ ଠାରୁ ଏହି ଯୁବକ ଠକି ଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି । ଆଜି ଯାଜପୁର ପୋଲିସ 40 ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ 2 ଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ହୋଇଥିବା 2 ଜଣ ଯୁବକ ମାହାଙ୍ଗାର ପ୍ରିୟରଞ୍ଜନ ପଟ୍ଟନାୟକ ଓ ବଡ଼ଚଣାର ଅକ୍ଷୟ ସାମଲ । ଉଭୟଙ୍କ ଠାରୁ ଗୋଟିଏ ଦାମୀ କାର, ସୁନା ଗହଣା ଓ ମାରଣାସ୍ତ୍ର ଜବତ ହୋଇଛି । ବାଲେଶ୍ୱରର ଜଣେ ମହିଳାଙ୍କୁ 5 ଲକ୍ଷ ଟଙ୍କା ଠକିବା ନେଇ ପ୍ରଥମେ ଅଭିଯୋଗ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.