Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଆତଙ୍କୀ ଆକ୍ରମଣ : 6 ଯବାନ ଆହତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଆତଙ୍କୀ ଆକ୍ରମଣ : 6 ଯବାନ ଆହତ

October 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଜମ୍ମୁ କାଶ୍ମୀରର ଶ୍ରୀନଗରରେ ଏକ ଆତଙ୍କବାଦୀ ଆକ୍ରମଣ ସଙ୍ଗଠିତ ହୋଇଯାଇଛି । ଏହି ଆକ୍ରମଣରେ 6 ଜଣ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି । ଶନିବାର ଶ୍ରୀନଗରର କରଣ ନଗରରେ ଏହି ଆକ୍ରମଣ ସଙ୍ଗଠିତ ହୋଇଥିଲଶ । ଗୁରୁବାର ସେଓ ବେପାରୀଙ୍କ ଉପରେ ଆକ୍ରମଣକୁ ମିଶାଇ ଏହା ଚଳିତ ମାସର ଚତୁର୍ଥ ଆକ୍ରମଣ । ସମସ୍ତ ଆହତ ଯବାନ ସିଆରପିଏଫ୍‌ର 167 ବାଟାଲିୟନ୍‌ର ବୋଲି ଜଣାପଡିଛି । ଅଲକାଏଦାର ଜାକିର ମୁସାଙ୍କ ଅନୁସନ୍ଧାନ ସମୟରେ ଆତଙ୍କୀ ଏବଂ ସେନା ମଧ୍ୟରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025
Latest News

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025

ସାମୁଦ୍ରିକ କ୍ଷେତ୍ରକୁ ପୁନର୍ଜୀବିତ କରିବା ପାଇଁ 69,725 କୋଟିର ପ୍ୟାକେଜକୁ ଅନୁମୋଦନ

September 24, 2025

ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ: କ୍ୟାବିନେଟ୍ ରେ ଅନୁମୋଦନ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.