Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନି ହିଜ୍‌ବୁଲ୍‌ ଆତଙ୍କବାଦୀଙ୍କ ପାଇଁ ୩୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା
ଆଜିର ଖବର

ତିନି ହିଜ୍‌ବୁଲ୍‌ ଆତଙ୍କବାଦୀଙ୍କ ପାଇଁ ୩୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା

October 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ ତିନି ଆତଙ୍କବାଦୀଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରାଯାଇଛି। ହିଜବୁଲ ମୁଜାହିଦ୍ଦିନ କମାଣ୍ଡର ମହମ୍ମଦ ଆମିନ ଆଲିଆସ ଜେହାଙ୍ଗୀର ସରୁରୀଙ୍କ ସମେତ ତାଙ୍କର ଅନ୍ୟ ଦୁଇ ଜଣ ସହଯୋଗୀଙ୍କ ନାମରେ ଏହି ପୁରସ୍କାର ରାଶି ଘୋଷଣା କରାଯାଇଛି। ଏହି ଆତଙ୍କବାଦୀଙ୍କୁ ଜୀବନ୍ତ କିମ୍ବା ମୃତ ଭାବରେ ଗିରଫ କରାଯିବା ଉପରେ ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ ଏହି ପୁରସ୍କାର ରାଶି ଘୋଷଣା କରାଯାଇଛି। ସରୁରୀଙ୍କ ନାମରେ ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିବା ବେଳେ ଦୁଇ ସହଯୋଗୀ ହାରୁନ୍‌ ଆବ୍ବାସ୍‌ ଓ୍ବାନି ଏବଂ ମାସୁଦ୍‌ ଅହମଦ୍ ନାମରେ ୧୫ ଲକ୍ଷର ପୁରସ୍କାର ରାଶି ଘୋଷଣା କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Latest News

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.