Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ଶପଥ ନେଲେ ଅଧିକାରୀ ଓ କର୍ମଚାରୀ
ଆଜିର ଖବର

ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ଶପଥ ନେଲେ ଅଧିକାରୀ ଓ କର୍ମଚାରୀ

October 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଶପଥ ନେଲେ ଅଧିକାରୀ ଓ କର୍ମଚାରୀ।  ଲୋକସେବା ଭବନରେ ଛିଡ଼ା ହୋଇ ପ୍ରମୁଖ ସଚିବଙ୍କ ଠାରୁ ଆରମ୍ଭ କରି ତଳିଆ କର୍ମଚାରୀ ପର୍ଯ୍ୟନ୍ତ ଏହି ଶପଥ ନେଇଛନ୍ତି। ଶପଥ ପତ୍ରରେ ଲାଞ୍ଚ ନ ନେବା ସହ ଅନେକ ହଲପ ରହିଛି। ସାଧାରଣ ଲୋକଙ୍କ ପାଇଁ କାମ କରିବା ସହ ସ୍ୱଚ୍ଛତା ରଖିବା ପାଇଁ ଏହି ଶପଥ ନିଆଯାଇଛି। ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ।  ଲୋକସେବା ଭବନରେ ସବୁ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ। ଦୁର୍ନୀତି ନିବାରଣରେ ସହଯୋଗ ପାଇଁ କାଲି ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025

ନାଚୁଣୀରେ ମହିଳାଙ୍କୁ ଜଘନ୍ୟ ହତ୍ୟାକାଣ୍ଡ ମାମଲା: ସ୍ଵାମୀଙ୍କୁ ଆଜୀବନ କାରାଦଣ୍ଡ

September 24, 2025

ରଙ୍କନିଧି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ନିଲମ୍ବିତ

September 24, 2025

ଆଜି ଭାରତ-ବାଂଲାଦେଶ ସୁପର-୪ ଲଢେଇ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ସମ୍ଭାବ୍ୟ ଖେଳାଳି

September 24, 2025
Latest News

ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ: କ୍ୟାବିନେଟ୍ ରେ ଅନୁମୋଦନ

September 24, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.