Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ଶପଥ ନେଲେ ଅଧିକାରୀ ଓ କର୍ମଚାରୀ
ଆଜିର ଖବର

ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ଶପଥ ନେଲେ ଅଧିକାରୀ ଓ କର୍ମଚାରୀ

October 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଶପଥ ନେଲେ ଅଧିକାରୀ ଓ କର୍ମଚାରୀ।  ଲୋକସେବା ଭବନରେ ଛିଡ଼ା ହୋଇ ପ୍ରମୁଖ ସଚିବଙ୍କ ଠାରୁ ଆରମ୍ଭ କରି ତଳିଆ କର୍ମଚାରୀ ପର୍ଯ୍ୟନ୍ତ ଏହି ଶପଥ ନେଇଛନ୍ତି। ଶପଥ ପତ୍ରରେ ଲାଞ୍ଚ ନ ନେବା ସହ ଅନେକ ହଲପ ରହିଛି। ସାଧାରଣ ଲୋକଙ୍କ ପାଇଁ କାମ କରିବା ସହ ସ୍ୱଚ୍ଛତା ରଖିବା ପାଇଁ ଏହି ଶପଥ ନିଆଯାଇଛି। ଆଜିଠାରୁ ନଭେମ୍ବର ୨ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ।  ଲୋକସେବା ଭବନରେ ସବୁ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ। ଦୁର୍ନୀତି ନିବାରଣରେ ସହଯୋଗ ପାଇଁ କାଲି ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ।

Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.