Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖେଳାଳୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଖେଳାଳୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖେଳାଙ୍କୁ ସାହାର୍ଯ୍ୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ନୂଆ ଘୋଷଣା କରାଯାଇଛି । ସ୍ପୋର୍ଟସ୍‌ ହଷ୍ଟେଲରେ ରହୁଥିବା ଛାତ୍ରୀଙ୍କ ଭତ୍ତା 2 ଶହରୁ 5 ଶହ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଛାତ୍ରଙ୍କ ଭତ୍ତା 3 ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ଏନ୍‌ଏସ୍‌ଏଫ୍‌ ସ୍ବୀକୃତୀପ୍ରାପ୍ତ ପ୍ରତିଯୋଗିତା ନିମନ୍ତେ ବାହାରକୁ ଗଲେ ଦୈନିକ 300 ଟଙ୍କାର ଭତ୍ତା ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ସେହିପରି ଜାତୀୟ ସ୍ତରରେ ପଦକ ବିଜେତାଙ୍କୁ ମଧ୍ୟ ସମ୍ମାନିତ କରାଯିବ । ସ୍ବର୍ଣ୍ଣ ପଦକ ବିଜୟୀଙ୍କୁ ମାସିକ ଏକ ହଜାର, ରୌପ୍ୟ ପଦକ ବିଜେତାଙ୍କୁ 5 ଶହ ଏବଂ ବ୍ରୋଞ୍ଜ ପଦକ ବିଜେତାଙ୍କୁ ମାସିକ ଅତିରିକ୍ତ 3 ଶହ ଟଙ୍କାର ଭତ୍ତା ପ୍ରଦାନ କରାଯିବ ବୋଲି ଜଣାପଡିଛି । ସେହିପରି ଜାତୀୟ ରେକର୍ଡ ଯଦି ଏକ ବର୍ଷ ପର୍ଯ୍ୟନ୍ତ ଅତୁଟ ରୁହେ ତେବେ ମାସିକ 5 ହଜାର ଟଙ୍କାର ଅତିରିକ୍ତ ଭତ୍ତା ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି । ଜାତୀୟ ଦଳ ନିମନ୍ତେ ମନୋନୀତ ହେଲେ କ୍ରୀଡାବିତ୍‌ଙ୍କୁ ମାସିକ 1 ହଜାର ଟଙ୍କା ଲଷଖାଏଁ ପ୍ରଦାନ କରାଯିବ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.