Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ତ୍ରୀ ଅରୁଣ ସାହୁଙ୍କ ଓଡ଼ିଶା ବିହନ ନିଗମ କାର୍ଯ୍ୟାଳୟକୁ ଅଚାନକ ଗସ୍ତ : ଚାଷୀଙ୍କ ବିହନ ଚାହିଦା ପୂରଣ ଦିଗରେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ଉପରେ ଗୁରୁତ୍ବାରୋପ
ଆଜିର ଖବର

ମନ୍ତ୍ରୀ ଅରୁଣ ସାହୁଙ୍କ ଓଡ଼ିଶା ବିହନ ନିଗମ କାର୍ଯ୍ୟାଳୟକୁ ଅଚାନକ ଗସ୍ତ : ଚାଷୀଙ୍କ ବିହନ ଚାହିଦା ପୂରଣ ଦିଗରେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ଉପରେ ଗୁରୁତ୍ବାରୋପ

October 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ରାଜ୍ୟସରକାର କୃଷି ଓ କୃଷକଙ୍କ ଉନ୍ନତି ନିମେନ୍ତ ଅନେକ ଯୋଜନା ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାବେଳେ ଏହା ଯେପରି ସିଧାସଳଖ ଚାଷୀମାନଙ୍କ ନିକଟରେ ପହଞ୍ଚିପାରିବ ସେଥିନିମେନ୍ତ ଅଧିକ ତତ୍ପରତା ଦେଖାଇବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟରେ ବିହନର ମୋଟ ଆବଶ୍ୟକତାକୁ ଆକଳନ କରି ଚାଷୀମାନଙ୍କର ବିହନର ଚାହିଦାକୁ ସମ୍ପୂର୍ଣ୍ଣ ରୂପେ ପୂରଣ ଦିଗରେ ଓଡ଼ିଶା ବିହନ ନିଗମ ଏକ ରୋଡ ମ୍ୟାପ୍‌ ପ୍ରସ୍ତୁତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ , ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ୫ଟି ଆଧାରେ ଓଡ଼ିଶା ବିହନ ନିଗମକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସାହୁ ଗୁରୁତ୍ବାରୋପ କରିଛନ୍ତି।

ଆଜି ପୂର୍ବାହ୍ନରେ ଭୁବେନଶ୍ବରସ୍ଥ ଓଡ଼ିଶା ବିହନ ନିଗର କାର୍ଯ୍ୟାଳୟକୁ ଅଚାନକ ଗସ୍ତ କରିଥିଲେ ମନ୍ତ୍ରୀ ଅରୁଣ ସାହୁ । ଏଠାରେ କର୍ମଚାରୀ ଓ ଅଧିକାରୀମାନଙ୍କ ସହିତ ଆଲୋଚନା କରି ୫ଟି ଆଧାରରେ କାର୍ଯ୍ୟ କରି ନିଜର କାର୍ଯ୍ୟଦକ୍ଷତା ବୃଦ୍ଧି ସହିତ କୃଷିର ବିକାଶରେ ଅଂଶୀଦାର ହେବା ପାଇଁ ପରାମର୍ଶ ଦେଇଛନ୍ତି ।  ଏଥିସହିତ କର୍ମଚାରୀମାେନ ସମୟାନୁବର୍ତ୍ତୀ ହୋଇ ଉପଯୁକ୍ତ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.