Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» କଂଗ୍ରେସ ସଦସ୍ୟଙ୍କ ବୈଠକ ନେଇ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା : ଏଇଟା କଂଗ୍ରେସର ପୁରୁଣା ରୋଗ
ଆଜିର ଖବର

 କଂଗ୍ରେସ ସଦସ୍ୟଙ୍କ ବୈଠକ ନେଇ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା : ଏଇଟା କଂଗ୍ରେସର ପୁରୁଣା ରୋଗ

October 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
niranjan resigned form party
niranjan resigned form party

କଂଗ୍ରେସ ସଦସ୍ୟଙ୍କ ବୈଠକକୁ ନେଇ ପିସିସି ମୁଖ୍ୟ ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି । ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ ତୀବ୍ର ହୋଇଥିବା ନେଇ ସୂଚନା ମିଳିଛି। ରାଜ୍ୟରେ ହୋଇଥିବା ୨ଟି ଉପନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ଏପରିକି ଦଳ ବିରୋଧୀ ଦଳ ହେବାର ମାନ୍ୟତା ହରାଇଛି। ଏଥିଯୋଗୁ ପିସିସିରେ ନବକଳେବର ହେବା ଜରୁରୀ। ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସଭାପତି ଦାୟିତ୍ୱ ଦିଆଯିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଆସନ୍ତା ସପ୍ତାହରେ ଏକ ଟିମ୍‌ ଦିଲ୍ଲୀ ଯାଇ ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ଦାବି ଜଣାଇବ ବୋଲି ଚର୍ଚ୍ଚା ହୋଇଥିଲା । ଏହାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । କଂଗ୍ରେସର ଏମିତି ମେଳି ଚକ୍ରାନ୍ତ ନୁହେଁ, ଏହା ପୁରୁଣା ରୋଗ ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ଯେଉଁମାନେ ପଦପଦବୀ ବା ଟିକେଟ୍‌ ପାଇନାହାନ୍ତି ଅସନ୍ତୁଷ୍ଟ ହୋଇ ଏପରି କିଛି କରୁଛନ୍ତି । ଏପରି କରି କଂଗ୍ରେସକୁ ଆଉ ତଳିତଳାନ୍ତ ନ କରିବାକୁ ସେ କହିବା ସହିତ ଯେଉଁମାନେ ପିସିସି  ସଭାପତି ହେବାକୁ ଚାହୁଁଛନ୍ତି, ତାଙ୍କ ନାମ ଦେଲେ ସେ ନିଜେ ଏଆଇସିସିରେ ସୁପାରିଶ୍‌ କରିବେ ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

January 13, 2026

ଆଜି ଜାନୁୟାରୀ ୧୩ ତାରିଖ ମଙ୍ଗଳବାରରେ କଣ ରହିଛି ଆପଣଙ୍କ ଭାଗ୍ୟ ଓ ଭବିଷ୍ୟତ, ପଢନ୍ତୁ ରାଶିଫଳ

January 13, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026
Latest News

ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

January 13, 2026

ଆଜି ଜାନୁୟାରୀ ୧୩ ତାରିଖ ମଙ୍ଗଳବାରରେ କଣ ରହିଛି ଆପଣଙ୍କ ଭାଗ୍ୟ ଓ ଭବିଷ୍ୟତ, ପଢନ୍ତୁ ରାଶିଫଳ

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.