Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାୟକ ଦଳର ନେତା ରୂପେ ନିର୍ବାଚିତ ହେଲେ ଫଡ୍‌ନବୀସ୍‌
ଆଜିର ଖବର

ବିଧାୟକ ଦଳର ନେତା ରୂପେ ନିର୍ବାଚିତ ହେଲେ ଫଡ୍‌ନବୀସ୍‌

October 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ସରକାର ଗଠନ ନେଇ ବିଜେପି ଶିବସେନା ଭିତରେ ଛକାପଞ୍ଚା ଜାରି ରହିଛି ।  ବିଧାୟକ ଦର ନେତା ଭାବେ ଦେବେନ୍ଦ୍ର ଫଡ୍‌ନବୀସ୍‌ ନିର୍ବାଚିତ ହୋଇଛନ୍ତି । ବିଧାୟକ ଦଳର ନେତା ରୂପେ ନିର୍ବାଚିତ ହେବା ପରେ ଫଡ୍‌ନବୀସ୍‌ କହିଛନ୍ତି ଯେ, ମହାରାଷ୍ଟ୍ରରେ ମେଣ୍ଟ ସରକାର ହେବ, ଏଥିରେ ସନ୍ଦେହ ନାହିଁ । କାରଣ ନିଶ୍ଚିତ ରୂପେ ଏହି ଜନାଦେଶ ବିଜେପି ଓ ଶିବସେନା ମେଣ୍ଟ ଲାଗି ଉଦ୍ଦିଷ୍ଟ କାରଣ ଉଭୟ ଦଳ ମେଣ୍ଟ ପାଇଁ ହିଁ ଭୋଟ୍ ମାଗିଥିଲେ। ଆଜି ମହାରାଷ୍ଟ୍ର ବିଧାନସଭା ଭବନରେ ବିଜେପିର ବିଧାୟକ ଦଳ ବୈଠକ ଆୟୋଜିତ ହୋଇଛି। ବୈଠକରେ ଫଡନବିସଙ୍କୁ ବିଧାୟକ ଦଳର ନେତା ଚୟନ କରାଯାଇଛି। ବୈଠକରେ ମହାରାଷ୍ଟ୍ର ବିଜେପି ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ ଓ ବରିଷ୍ଠ ନେତା  ସୁଧୀର ମୁନଙ୍ଗଟିଓ୍ଵାର ଦେବେନ୍ଦ୍ର ଫଡନବିସଙ୍କୁ ବିଧାୟକ ଦଳର ନେତା ଭାବେ ଚୟନ ନିମନ୍ତେ ପ୍ରସ୍ତାବ ରଖିଥିଲେ, ଯାହା ସର୍ବସମ୍ମତି କ୍ରମେ ପାରିତ ହୋଇଛି। ମହାରାଷ୍ଟ୍ର ସରକାର ଗଠନ ହେତୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏହି ସୂଚନା ଦେଇ କହିଛନ୍ତି ଯେ, ବିଜେପି ଶିବସେନା ସହିତ ଆଲୋଚନା  ଜାରି ରହିଛି, ରାଜ୍ୟରେ ମେଣ୍ଟ ସରକାର ହିଁ ହେବ ଏବଂ ଫଡନବୀସ ମୁଖ୍ୟମନ୍ତ୍ରୀ ହେବେ। ଅପରପକ୍ଷରେ ଆସନ୍ତାକାଲି ଶିବସେନାର ବିଧାୟକ ଦଳର ବୈଠକ ହେବାକୁ ଯାଉଛି। ଏହି ବୈଠକରେ ମେଣ୍ଟ ସରକାରରେ ଶିବସେନା ନିଜର ସ୍ଥିତି ତଥା ଭୂମିକା ସ୍ପଷ୍ଟକରିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025
Latest News

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.