Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ : ବିଜେଡି
ଆଜିର ଖବର

କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ : ବିଜେଡି

October 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ ବୋଲି ମତ ଦେଇଛନ୍ତି ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ଦ୍ବିତୀୟ ପର୍ଯ୍ୟାୟ କାଳିଆ ଯୋଜନା ଅର୍ଥ କେବେ ପ୍ରଦାନ କରାଯିବ ବୋଲି ପ୍ରଶ୍ନ କରିବା ପରେ ବିଜେଡି ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି । ବିଜେପି ରାଜ୍ୟରେ ଚାଷ ଏବଂ ଚାଷୀଙ୍କର ଉନ୍ନତି ଚାହୁଁନଥିବାରୁ ଏପରି ନକରାତ୍ମକ ମନ୍ତବ୍ୟ ପ୍ରଦାନ କରୁଛି ବୋଲି ସସ୍ମିତ ପ୍ରକାଶ କରିଛନ୍ତି । ବିଜେପି ପକ୍ଷରୁ ଏଭଳି ମତ ପ୍ରଦାନ କରାଯାଇ ଚାଷୀ ମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି । ବିଭିନ୍ନ ଅନ୍ତର୍ଜାତୀୟ ଫୋରମ୍‌ ଠାରୁ ଆରମ୍ଭ କରି ପଞ୍ଚଦଶ ଅର୍ଥ କମିଶନଙ୍କ ପକ୍ଷରୁ ଏହି ଯୋଜନାକୁ ପ୍ରଶଂସା କରାଯାଇଥିବା ବେଳେ ରାଜନୈତିକ ଫାଇଦା ପାଇଁ ବିଜେପି ପକ୍ଷରୁ ନକରାତ୍ମକ ମନ୍ତବ୍ୟ ପ୍ରଦାନ କରାଯାଉଛି । ବିଜେପିର ଏହି ରାଜନୈତିକ ହୀନମନ୍ୟତା ଆଦୌ ସଫଳ ହେବ ନାହିଁ ଏବଂ ଚାଷୀମାନେ ଏହାର ଉଚିତ୍‌ ଜବାବ ଦେବେ ବୋଲି ଡକ୍ଟର ପାତ୍ର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026
Latest News

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.