Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ଦ୍ଦାର ପଟେଲଙ୍କ 144 ତମ ଜନ୍ମ ଜୟନ୍ତୀ : ଧାରା 370 ଉଚ୍ଛେଦ ପଟେଲଙ୍କୁ ବଡ ଉପହାର
ଆଜିର ଖବର

ସର୍ଦ୍ଦାର ପଟେଲଙ୍କ 144 ତମ ଜନ୍ମ ଜୟନ୍ତୀ : ଧାରା 370 ଉଚ୍ଛେଦ ପଟେଲଙ୍କୁ ବଡ ଉପହାର

October 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶର ପ୍ରଥମ ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ଭାରତର ଲୌହ ମାନବଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କର 144ତମ ଜନ୍ମଜୟନ୍ତୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ରନ୍ ଫର୍ ୟୁନିଟି ବା ଏକତା ପାଇଁ ଦୌଡ଼ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ରାଜଧାନୀ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟର କେଭଡିଆ ଜିଲ୍ଲାରେ ଥିବା ପଟେଲଙ୍କ ପ୍ରତିମୂର୍ତ୍ତି ତଥା ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଦେଶକୁ ଏକତା ସୂତ୍ରର ବାନ୍ଧିବାର ଲକ୍ଷ୍ୟ ପଟେଲଙ୍କର ଥିଲା ।ଏବେ ଧାରା ୩୭୦ ହଟିବା ପଟେଲଙ୍କ ପାଇଁ ବଡ଼ ଉପହାର ବୋଲି ମୋଦି କହିଛନ୍ତି । ବିଭିନ୍ନତା ମଧ୍ୟରେ ଏକତା ଭାରତର ବୈଶିଷ୍ଟ୍ୟ ଏବଂ ପଟେଲଙ୍କ ଏେହି ସ୍ବପ୍ନ ପୂରଣ ଦିଗରେ ଧାରା 370 ଉଚ୍ଛେଦ ଏକ ବଡ ପଦକ୍ଷେପ ବୋଲି ମୋଦି କହିଛନ୍ତି । ସେହିପରି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏହି ଅବସରରେ ଦିଲ୍ଲୀରେ ଏକତା ପାଇଁ ଦୌଡ଼ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.