Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଲା ନିର୍ବାଚନୀ ବିଗୁଲ୍‌, ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ
ଆଜିର ଖବର

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଲା ନିର୍ବାଚନୀ ବିଗୁଲ୍‌, ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ

November 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Rajya Sabha bye_election date announce
Rajya Sabha bye_election date announce

ଝାରଖଣ୍ଡ ବିଧାନସଭା ନେଇ ନିର୍ବାଚନ ତାରିଖ ସିଇସି ଘୋଷଣା କରିଛନ୍ତି। ସମସ୍ତ ୮୧ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।  ୫ଟି ପର୍ଯ୍ୟାୟରେ ଏହି ରାଜ୍ୟରେ ମତଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ। ୩୦ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟରେ ୧୩ଟି ଆସନ, ଡିସେମ୍ବର ୭ ତାରିଖରେ  ଦ୍ବିତୀୟ ପର୍ଯ୍ୟାୟରେ ୨୦ଟି ଆସନ, ୧୨ ଡିସେମ୍ବରରେ ତୃତୀୟ ପର୍ଯ୍ୟାୟରେ ୧୭ଟି ଆସନ, ଡିସେମ୍ବର ୧୬ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ୧୫ଟି ଆସନ ପାଇଁ ନିର୍ବାଚନ  ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି। ସେହିପରି ୨୩ ଡିସେମ୍ବରରେ ଭୋଟ ଗଣତି ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ୍‌ କୁମାର ଅରୋଡ଼ା ସୂଚନା ଦେଇଛନ୍ତି। ରାଜ୍ୟରେ ୧୯ଟି ଜିଲ୍ଲା ନକ୍ସଲ ପ୍ରଭାବିତ ରହିଛି। ୨୦୨୦ ଜାନୁଆରୀ ୫ ତାରିଖରେ ଝାରଖଣ୍ଡ ବିଧାନସଭାର କାର୍ଯ୍ୟକାଳ ସମାପ୍ତ ହେଉଛି। ନିର୍ବାଚନ ତାରିଖ ଘୋଷଣା ହେବା ପରେ ଆଜିଠାରୁ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ କରାଯାଇଛି। ନଭେମ୍ବର ୬ରେ ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.