Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ରାୟଗଡ଼ାର ଡିଏଫ୍ଓ ଅଧିକାରୀ
ଆଜିର ଖବର

ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ରାୟଗଡ଼ାର ଡିଏଫ୍ଓ ଅଧିକାରୀ

November 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
two polling officer suspended in jajpur
two polling officer suspended in jajpur

ସମୀକ୍ଷା ବ୍ୟୁରୋ

ଦୁର୍ନୀତି ଓ ସରକାରୀ କୋଠା ନିର୍ମାଣରେ ଅନିୟମିତତା ଅଭିଯୋଗରେ ରାୟଗଡ଼ା ଡିଏଫ୍‌ଓ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ସରକାର ଦୁର୍ନୀତିଗସ୍ତ ଅଧିକାରୀଙ୍କ ପ୍ରତି ବେଶ୍‌ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ରାୟଗଡ଼ ବନଖଣ୍ଡର ଡିଏଫଓ ଦେବାର୍ଚ୍ଚନ ବେହେରାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ସମ୍ପୃକ୍ତ ଡିଏଫ୍‌ଓ ଅଧିକାରୀଙ୍କ ନାମରେ ଦୁର୍ନୀତି ଓ ଅନିମୟିତତା, ଯୌନ ନିର୍ଯାତନାର ଅଭିଯୋଗ ରହିଥିଲା। ସରକାରୀ କୋଠା, ବାମ୍ବୋ କଟେଜ୍‌ ନିର୍ମାଣରେ ଟଙ୍କା ହଡପ ଅଭିଯୋଗ, କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡନ ଆଦି ଅଭିଯୋଗ ରହିଥିଲା। ତାଙ୍କ ନାମରେ ରହିଥିବା ଏହି ସମସ୍ତ ଅଭିଯୋଗର ତଦନ୍ତ ଚାଲିଛି।

Share. Facebook Twitter LinkedIn Email WhatsApp Copy Link

Related Posts

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026
Latest News

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.