Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର ଆଣ୍ଡାମାନରେ ଲଘୁଚାପସୃଷ୍ଟି, ଆସନ୍ତା ୯ ତାରିଖରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଉତ୍ତର ଆଣ୍ଡାମାନରେ ଲଘୁଚାପସୃଷ୍ଟି, ଆସନ୍ତା ୯ ତାରିଖରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

November 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଏହା ଦୁଇ ତିନି ମଧ୍ୟରେ ଘନୀଭୂତ ହୋଇ ଡିପ୍ରେସନ୍‌ ରୂପ ନେଇପାରେ ବୋଲି ସୂଚନା ରହିଛି । ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍‌ ରୂପ ନେଇପାରେ ବୋଲି ସୂଚନା ରହିଛି ।  ଘନୀଭୂତ ପରେ ଉତ୍ତର, ଉତ୍ତର –ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୯ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପିତାମାତାଙ୍କ ସେବା ନକଲେ କଟିବ ଦରମା: ଏହି ରାଜ୍ୟ ଆଣିବ ନୂଆ ଆଇନ

January 13, 2026

ଭାରତରେ ଟି-୨୦ ବିଶ୍ୱକପ୍ ଖେଳିବ କି ବାଂଲାଦେଶ?: ସ୍ଥାନ ବିବାଦର ସମାଧାନ କଲା ICC

January 13, 2026

ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ: ମୁକେଶ ଅମ୍ବାନୀ

January 13, 2026

ଚାନ୍ଦପୁର ଦଶଦୋଳ ମେଳଣ ପଡ଼ିଆରେ ୭ ଦିନିଆ ୪ର୍ଥ “ନୀଳାମ୍ବୁ ମହୋତ୍ସବ” ଆୟୋଜନ

January 13, 2026
Latest News

ପିତାମାତାଙ୍କ ସେବା ନକଲେ କଟିବ ଦରମା: ଏହି ରାଜ୍ୟ ଆଣିବ ନୂଆ ଆଇନ

January 13, 2026

ଭାରତରେ ଟି-୨୦ ବିଶ୍ୱକପ୍ ଖେଳିବ କି ବାଂଲାଦେଶ?: ସ୍ଥାନ ବିବାଦର ସମାଧାନ କଲା ICC

January 13, 2026

ଇରାନ ସହିତ ବାଣିଜ୍ୟ କରୁଥିବା ଦେଶଗୁଡ଼ିକ ଉପରେ ଟ୍ରମ୍ପଙ୍କ ୨୫% ଶୁଳ୍କ: ଭାରତ ଉପରେ ଏବେ ୭୫% ଶୁଳ୍କ?

January 13, 2026

ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ: ମୁକେଶ ଅମ୍ବାନୀ

January 13, 2026

ଚାନ୍ଦପୁର ଦଶଦୋଳ ମେଳଣ ପଡ଼ିଆରେ ୭ ଦିନିଆ ୪ର୍ଥ “ନୀଳାମ୍ବୁ ମହୋତ୍ସବ” ଆୟୋଜନ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.