Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରଜରାଜନଗର ପୁଲିସ୍‌ର ଏନ୍‌କାଉଣ୍ଟର : 4 ଅପରାଧୀ ଆହତ
ଆଜିର ଖବର

ବ୍ରଜରାଜନଗର ପୁଲିସ୍‌ର ଏନ୍‌କାଉଣ୍ଟର : 4 ଅପରାଧୀ ଆହତ

November 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରଜରାଜନଗର ପୋଲିସ୍‌ ପକ୍ଷରୁ ସଙ୍ଗଠିତ ଏକ ଏନ୍‌କାଉଣ୍ଟରରେ 4 ହତ୍ୟା ଅପରାଧୀ ଆହତ ହେବା ସହିତ ଗିରଫ ହୋଇଛନ୍ତି । ମଙ୍ଗଳବାର ହୋଇଥିବା ଏକ ହତ୍ୟା ମାମଲାରେ ଏହି 4ଜଣ ସମ୍ପୃକ୍ତ ଥିବା ଜଣାପଡିଛି । ପୋଲିସ୍‌ ପକ୍ଷରୁ ଅଭିଯୁକ୍ତଙ୍କୁ ଗିରଫ କରାଯିବାକୁ ଚେଷ୍ଟା କରାଯାଉଥିବା ବେଳେ ଅପରାଧୀ ମାନେ ଗୁଳି ଚାଳନା କରିଥିଲେ । ବ୍ରଜରାଜନଗର ଫାଣ୍ଡି ଅଧିକାରୀ ଆହତ ହେବା ପରେ ପାଲଟା ଗୁଳି ଚାଳନାରେ 4 ଅପରାଧୀ ଆହତ ହୋଇଥିଲେ । ଗିରଫ 4 ଅଭିଯୁକ୍ତ ହେଉଛନ୍ତି ଅନନ୍ତ ଧଳ, ଶୈଳେନ୍ଦ୍ର ପାତ୍ର, ନିକି ସିଂ ଓ ରଫିକ ଅନସାରୀ । ପୁଲିସ୍‌ 4 ଅଭିଯୁକ୍ତଙ୍କୁ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026
Latest News

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.