Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରାଦୀପରୁ 810 କିମି ଦୂରରେ ବୁଲ୍‌ବୁଲ୍‌ : 24 ଘଣ୍ଟା ମଧ୍ୟରେ ବାତ୍ୟା ସ୍ଥିତି ନେଇ ସ୍ପଷ୍ଟ ସୂଚନା
ଆଜିର ଖବର

ପାରାଦୀପରୁ 810 କିମି ଦୂରରେ ବୁଲ୍‌ବୁଲ୍‌ : 24 ଘଣ୍ଟା ମଧ୍ୟରେ ବାତ୍ୟା ସ୍ଥିତି ନେଇ ସ୍ପଷ୍ଟ ସୂଚନା

November 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ‘ବୁଲ୍‌ବୁଲ୍’ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଘଣ୍ଟାକୁ 6 କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ବାତ୍ୟାର ସ୍ଥିତି ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଘଣ୍ଟାପ୍ରତି 6 କିମି ବେଗରେ ଆସୁଥିବା ଏହି ବାତ୍ୟା ବର୍ତ୍ତମାନ ପାରାଦୀପରୁ 810 କିମି ଦୂରରେ ରହିଛି । ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଏହା ମୁହାଁଉଥିବା ବେଳେ କେଉଁ ଉପକୂଳ ଦେଇ ଏହି ବାତ୍ୟା ଅତିକ୍ରମ କରିବ ତାହା ସ୍ପଷ୍ଟ ହୋଇନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026
Latest News

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.