Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କଲେ ଯୋଗୀସରକାର
ଆଜିର ଖବର

୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କଲେ ଯୋଗୀସରକାର

November 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ଭ୍ରଷ୍ଟାଚାର କାରଣରୁ ଏହି ସମସ୍ତ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡିଛି । ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍‌ପି ଓ ସିଇଓ ପଦବୀରେ ରହିଥିଲେ । ଭ୍ରଷ୍ଟାଚାର ପାଇଁ କିଛି ଅଧିକାରୀଙ୍କୁ ନିଲମ୍ବନ ମଧ୍ୟ କରିଛନ୍ତି  ଯୋଗୀ ସରକାର । ଗତ ଦୁଇ ବର୍ଷ ମଧ୍ୟରେ ଯୋଗୀ ସରକାର ବିଭିନ୍ନ ବିଭାଗରୁ ୨୦୦ରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇସାରିଛନ୍ତି । ଏହି ଦୁଇ ବର୍ଷ ମଧ୍ୟରେ ୪୦୦ରୁ ଅଧିକ ଅଫିସର ଓ କର୍ମଚାରୀଙ୍କୁ ନିଲମ୍ବନ ଚାକିରି କ୍ଷେତ୍ରରେ ଅବନତି ଆଦି ଦଣ୍ଡ ଦେଇଛନ୍ତି ।  ଗୃହ ବିଭାଗର ସବୁଠୁ ଅଧିକ ୫୧ ଜଣ କର୍ମଚାରୀ ତଥା ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026
Latest News

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.