Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କଲେ ଯୋଗୀସରକାର
ଆଜିର ଖବର

୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କଲେ ଯୋଗୀସରକାର

November 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ୭ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ଭ୍ରଷ୍ଟାଚାର କାରଣରୁ ଏହି ସମସ୍ତ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡିଛି । ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍‌ପି ଓ ସିଇଓ ପଦବୀରେ ରହିଥିଲେ । ଭ୍ରଷ୍ଟାଚାର ପାଇଁ କିଛି ଅଧିକାରୀଙ୍କୁ ନିଲମ୍ବନ ମଧ୍ୟ କରିଛନ୍ତି  ଯୋଗୀ ସରକାର । ଗତ ଦୁଇ ବର୍ଷ ମଧ୍ୟରେ ଯୋଗୀ ସରକାର ବିଭିନ୍ନ ବିଭାଗରୁ ୨୦୦ରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇସାରିଛନ୍ତି । ଏହି ଦୁଇ ବର୍ଷ ମଧ୍ୟରେ ୪୦୦ରୁ ଅଧିକ ଅଫିସର ଓ କର୍ମଚାରୀଙ୍କୁ ନିଲମ୍ବନ ଚାକିରି କ୍ଷେତ୍ରରେ ଅବନତି ଆଦି ଦଣ୍ଡ ଦେଇଛନ୍ତି ।  ଗୃହ ବିଭାଗର ସବୁଠୁ ଅଧିକ ୫୧ ଜଣ କର୍ମଚାରୀ ତଥା ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025
Latest News

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.