Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍କଟ ରୋଗୀଙ୍କ ପାଇଁ ଜିଲ୍ଲାସ୍ତରୀୟ ପାଲିଏଟିଭ୍ କେୟାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କର୍କଟ ରୋଗୀଙ୍କ ପାଇଁ ଜିଲ୍ଲାସ୍ତରୀୟ ପାଲିଏଟିଭ୍ କେୟାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାରର ପଦକ୍ଷେପ ନେଉଛନ୍ତି । ଗତକାଲି ଏସ୍‌ସିବିକୁ ଏମ୍‌ପ୍ଲସ୍‌ କରିବା ପାଇଁ ୧୦୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଥିବାବେଳେ ଆଜି ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଲିଏଟିଭ କେୟାର ପ୍ରୋଗ୍ରାମର ଶୁଭାରମ୍ଭ କରିଛନ୍ତି ।  ଅନେକ ସମୟରେ କର୍କଟ ରୋଗୀ ରାଜ୍ୟରେ ଉତମ ଚିକିତ୍ସା ପାଉ ନଥିବା ଅଭିଯୋଗ ହେଉଛି । ଏହାକୁ ନଜରରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନଠାରେ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ବିଭିନ୍ନ ମୁଖ୍ୟ ଚିକିତ୍ସାଳୟରେ କର୍କଟ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାଜ୍ୟ ସରକାରଙ୍କ କ୍ୟାନସର୍‌ ଚିକିତ୍ସା ପରାମର୍ଶଦାତା ଡ. ଦୀନେଶ ପେଡନେକର ରାଜ୍ୟ ସରକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଦୀନେଶ ପେଡନେକର ଏବଂ ପି କେ ମେହେର୍ଦ୍ଦା ଉପସ୍ଥିତ ଥିଲେ । ଏଥିପାଇଁ ସମସ୍ତ ମୁଖ୍ୟ ଚିକିତ୍ସାଳୟରେ ପାଲିଏଟିଭ କେୟାର ପ୍ରୋଗ୍ରାମର ଶୁଭାରମ୍ଭ କରିଛନ୍ତି । ମୋଟ ୩୨ଟି ମୁଖ୍ୟ ଚିକିତ୍ସାଳୟରେ ଏହି ସୁବିଧା ଉପଲବ୍ଧ ରହିବ ।

ଏହି ସମସ୍ତ ମୁଖ୍ୟ ଚିକିତ୍ସାଳୟରେ ହୃତପିଣ୍ଡ ଓ ଯକୃତ ରୋଗର ଚିକିତ୍ସା ପାଇଁ ବ୍ୟବସ୍ଥା ରହିବ । ଏଥିପାଇଁ ପ୍ରତି ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରେ ୬ଟି ଶଯ୍ୟା ରହିବ । ଏଥିପାଇଁ ୧୦ଟି ଜିଲ୍ଲାକୁ ୧୦.25 ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି । ସେହିପରି 30ଟି ଜିଲ୍ଲା ନିମନ୍ତେ 39 ଜଣ ମେଡିକାଲ ଅଫିସର୍‌ ଏବଂ 42 ଜଣ ଷ୍ଟାଫ୍‌ ନର୍ସଙ୍କୁ ପ୍ରଶିକ୍ଷିତ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026
Latest News

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.