Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ଉପକଣ୍ଠରେ ବାପ-ପୁଅ ଉପରେ ଗୁଳିମାଡ଼
ଆଜିର ଖବର

ଭୁବନେଶ୍ବର ଉପକଣ୍ଠରେ ବାପ-ପୁଅ ଉପରେ ଗୁଳିମାଡ଼

November 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର ଉପକଣ୍ଠ ସରକନ୍ତରାରେ  ବାପ ପୁଅଙ୍କ ଉପରେ ଗୁଳିମାଡ ହୋଇଛି । ଜମିବାଡି ଓ ଡ୍ରଗ୍ସ କାରବାରକୁ ନେଇ ଏହି ଗୁଳିକାଣ୍ଡ ହୋଇଥିବାର ସନ୍ଦେହ କରାଯାଉଛି ।  ଏହି ଘଟଣାରେ ପୁଅ ଅନିଲ୍‌ ଜେନାଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ବାପା ଅଭିମନ୍ୟୁ ଜେନା ଏମ୍‌ସରେ ଭର୍ତ୍ତି ହୋଇଛନ୍ତି । ଗତକାଲି ଡ୍ରଗ୍ସ ମାଫିଆ ବାପି ଓରଫ ଭରତ ସାହୁ ଧମକ ଦେଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.