Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ତୃତୀୟ ଟି 20 : ସିରିଜ୍‌ ବିଜୟ ଲକ୍ଷ୍ୟରେ ଉଭୟ ଦଳ
ଆଜିର ଖବର

ଆଜି ତୃତୀୟ ଟି 20 : ସିରିଜ୍‌ ବିଜୟ ଲକ୍ଷ୍ୟରେ ଉଭୟ ଦଳ

November 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭ୍ରମଣକାରୀ ବାଂଲାଦେଶ ଓ ଘରୋଇ ଭାରତୀୟ କ୍ରିକେଟ୍ ଦଳ ମଧ୍ୟରେ ଖେଳାଯାଉଥିବା ଟି 20 ସିରିଜ୍‌ର ତୃତୀୟ ତଥା ନିର୍ଣ୍ଣାୟକ ଆଜି ନାଗପୁରରେ ଖେଳାଯିବ। ଏହି ମ୍ୟାଚ୍‌ ଜିତି ସିରିଜ୍‌ ଜିତିବାକୁ ଲକ୍ଷ୍ୟ ରଖିଛନ୍ତି ଉଭୟ ଦଳ । ଭାରତ ଓ ବାଂଲାଦେଶ ଗୋଟିଏ ଲେଖାଏଁ ମ୍ୟାଚ୍‌ରେ ବିଜୟୀ ହୋଇଥିବାରୁ ଏହି ମ୍ୟାଚ୍‌ଟି ନିର୍ଣ୍ଣାୟକ ସାବ୍ୟସ୍ତ ହେବ । ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶ ବିଜୟୀ ହୋଇଥିବା ବେଳେ ଦ୍ବିତୀୟ ମ୍ୟାଚ୍‌ରେ ଭାରତୀୟ ଦଳ ବିଜୟୀ ହୋଇ ସିରିଜ୍‌କୁ 1-1 ସ୍ଥିତିକୁ ଆଣିଥିଲା । ମନୀଷ ପାଣ୍ଡେ, ସଞ୍ଜୁ ସାମସନ୍‌ ଓ ରାହୁଲ ଚହର୍‌ ବର୍ତ୍ତମାନ ସୁଦ୍ଧା ଗୋଟିଏ ହେଲେ ମ୍ୟାଚ୍‌ ଖେଳିନଥିବା ବେଳେ ତୃତୀୟ ମ୍ୟାଚ୍‌ରେ ରାହୁଲ୍‌ ଏବଂ ଖଲିଲ୍‌ ଅହମଦ୍‌ଙ୍କ ସ୍ଥାନରେ ଦୁଇଟି ପରିବର୍ତ୍ତନ କରିପାରନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026
Latest News

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.