Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍‌ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ : 13 ଯାତ୍ରୀ ଆହତ
ଆଜିର ଖବର

ବସ୍‌ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ : 13 ଯାତ୍ରୀ ଆହତ

November 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ନାମ୍ପୋଠାରେ ଏକ ବସ୍‌ ଏକ ଟ୍ରକ୍‌କୁ ପଛପଟରୁ ଧକ୍କା ଦେବାରୁ 13 ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସକାଳ ପ୍ରାୟ 9ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା । ‘ନୁରାନି’ ନାମକ ଏହି ବସ୍‌ ଚନ୍ଦନେଶ୍ୱରରୁ ଜଳେଶ୍ୱର ଯାଉଥିବା ସମୟରେ ବସ୍‌ଟି ଚଳନ୍ତା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ଗୁରୁତର ଥିବା ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.